Tag: Indian Women’s Cricket Team

Women’s World Cup Champions: ପ୍ରଧାନମନ୍ତ୍ରୀ ମୋଦିଙ୍କୁ ଭେଟିଲେ ବିଶ୍ୱବିଜୟୀ ମହିଳା କ୍ରିକେଟ ଟିମ୍

ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ବୁଧବାର ଦିନ ସନ୍ଧ୍ୟାରେ ନୂଆଦିଲ୍ଲୀସ୍ଥିତ ବାସଭବନରେ ଆଇସିସି ମହିଳା ବିଶ୍ୱକପ୍ ବିଜେତା ଭାରତୀୟ କ୍ରିକେଟ୍ ଦଳକୁ ଭବ୍ୟ ସମ୍ବର୍ଦ୍ଧନା ଜଣାଇଥିଲେ ଏବଂ ସେମାନଙ୍କ ଉତ୍କୃଷ୍ଟ ପ୍ରଦର୍ଶନକୁ ବେଶ୍ ପ୍ରଶଂସା କରିଥିଲେ । ସାକ୍ଷାତ ସମୟରେ ସେ ଖେଳାଳିମାନଙ୍କ…