Tag: India’s examination system

Exam Reform: ପରୀକ୍ଷାରେ ସଂସ୍କାର ପାଇଁ ନନ୍ଦନ ନିଲେକାନିଙ୍କ ନେତୃତ୍ୱରେ ଟାସ୍କଫୋର୍ସ ଗଠନ କଲେ ପ୍ରଧାନମନ୍ତ୍ରୀ ମୋଦି

ପେପର ଲିକ୍‌ ରୋକିବାକୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ବଡ଼ ଘୋଷଣା । ପରୀକ୍ଷାରେ ସଂସ୍କାର ପାଇଁ ନନ୍ଦନ ନିଲେକାନିଙ୍କ ନେତୃତ୍ୱରେ ଟାସ୍କଫୋର୍ସ ଗଠନ କଲେ ପ୍ରଧାନମନ୍ତ୍ରୀ ମୋଦି। ଯାହା ଭାରତର ପରୀକ୍ଷା ବ୍ୟବସ୍ଥାକୁ ଅଧିକ ସ୍ୱଚ୍ଛ, ନିର୍ଭରଯୋଗ୍ୟ ଏବଂ ପ୍ରଯୁକ୍ତିବିଦ୍ୟା-ଚାଳିତ କରିବା…