Tag: Indravati Reservoir

Cyclone Alert: ସମ୍ଭାବ୍ୟ ବାତ୍ୟା ଓ ବର୍ଷା ଆଶଙ୍କା: ଖୋଲିଲା ଇନ୍ଦ୍ରାବତୀ ଜଳଭଣ୍ଡାରର ୨ଟି ଗେଟ୍

ବଙ୍ଗୋପସାଗରରେ ସୃଷ୍ଟି ହେବାକୁ ଥିବା ସମ୍ଭାବ୍ୟ ବାତ୍ୟା ଏବଂ ପ୍ରବଳ ବର୍ଷା ଚେତାବନୀକୁ ଦୃଷ୍ଟିରେ ରଖି ନବରଙ୍ଗପୁର ଜିଲ୍ଲାରେ ଥିବା ପ୍ରସିଦ୍ଧ ଇନ୍ଦ୍ରାବତୀ ଜଳଭଣ୍ଡାରର ୨ଟି ଗେଟ୍ ଖୋଲାଯାଇଛି। ସୁରକ୍ଷାମୂଳକ ପଦକ୍ଷେପ ସ୍ୱରୂପ ଡ୍ୟାମ୍ କର୍ତ୍ତୃପକ୍ଷ ଜଳଭଣ୍ଡାରର ୩ ନମ୍ବର ଏବଂ…