ବଦଳିପାରେ ମେକ୍ ଇନ୍ ଓଡ଼ିଶା ନାଁ
ବଦଳିପାରେ ମେକ୍ ଇନ୍ ଓଡ଼ିଶା ନାଁ। ଏ ନେଇ ଇସାରା ଦେଇଛନ୍ତି ଶିଳ୍ପମନ୍ତ୍ରୀ ସମ୍ପଦ ସ୍ୱାଇଁ। ମେକ୍ ଇନ୍ ଓଡ଼ିଶା ନାଁ ବଦଳାଇ ଉତ୍କଳ ଇନଭେଷ୍ଟ ସମ୍ମିଟ ହୋଇପାରେ। ଯାହା ଜରିଆରେ ୨.୫ ଲକ୍ଷ କୋଟି ଟଙ୍କାର ପୁଞ୍ଜିନିବେଶ ଆଣିବାକୁ ସରକାର…
One Step Ahead