Tag: industrial projects

Single Window Meet Clears 24 Industrial Projects: ରାଜ୍ୟରେ ୩,୭୯୩ କୋଟିର ୨୪ ଶିଳ୍ପ ପ୍ରକଳ୍ପକୁ ମଞ୍ଜୁରୀ, ୨୦ ହଜାର ନିଯୁକ୍ତି ସୁଯୋଗ

ରାଜ୍ୟରେ ଶିଳ୍ପ ବିକାଶକୁ ତ୍ୱରାନ୍ୱିତ କରିବା ଲକ୍ଷ୍ୟରେ ସିଙ୍ଗଲ୍ ୱିଣ୍ଡୋ କ୍ଲିୟରାନ୍ସ ଅଥୋରିଟି ବୈଠକରେ ବଡ଼ ନିଷ୍ପତ୍ତି ନିଆଯାଇଛି । ମୁଖ୍ୟ ସଚିବ ଅନୁ ଗର୍ଗଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏହି ଉଚ୍ଚସ୍ତରୀୟ ବୈଠକରେ ₹୩,୭୯୩.୩୩ କୋଟି ବ୍ୟୟରେ ରାଜ୍ୟର ୧୪ଟି ଜିଲ୍ଲାରେ…

Odisha CM Unveils Industrial Projects: ୪୦, ୮୧୧ କୋଟି ଟଙ୍କା ନିବେଶରେ ୩୬ଟି ଶିଳ୍ପ ପ୍ରକଳ୍ପର ଭିତ୍ତିପ୍ରସ୍ତର ସ୍ଥାପନ ଓ ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ

ଶିଳ୍ପ ଅଭିବୃଦ୍ଧି ଏବଂ ସମୟୋଚିତ କାର୍ଯ୍ୟାନ୍ୱୟନ ପ୍ରତି ରାଜ୍ୟର ଦୃଢ଼ ପ୍ରତିବଦ୍ଧତାକୁ ଗୁରୁତ୍ୱ ଦେଇ ଓଡ଼ିଶା ସରକାର ଆଉ ଏକ ମାଇଲଖୁଣ୍ଟ ସ୍ଥାପନ କରିଛନ୍ତି । ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଆଜି ଖୋର୍ଦ୍ଧା ଜିଲ୍ଲା ବେଗୁନିଆ ଅନ୍ତର୍ଗତ ଭୂଇଁପୁର ଠାରେ…

ଢେଙ୍କାନାଳରେ ପ୍ରାୟ ୫୦ ହଜାର କୋଟି ଟଙ୍କାରୁ ଊର୍ଦ୍ଧ୍ୱ ଶିଳ୍ପ ପ୍ରକଳ୍ପର ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ

ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଆଜି ଢେଙ୍କାନାଳ ଠାରେ ପ୍ରାୟ ୫୦ ହଜାର କୋଟି ଟଙ୍କାରୁ ଉର୍ଦ୍ଧ୍ୱ ବିଭିନ୍ନ ଶିଳ୍ପ ପ୍ରକଳ୍ପର ଶୁଭାରମ୍ଭ, ପ୍ରାୟ ୧୮୮ କୋଟି ଟଙ୍କାର ବିଭିନ୍ନ ଉନ୍ନୟନ ମୂଳକ ପ୍ରକଳ୍ପର ଶୁଭ ଉଦଘାଟନ ଓ ଭିତ୍ତିପ୍ରସ୍ତର ସ୍ଥାପନ…

ଖୋର୍ଦ୍ଧା ଜିଲ୍ଲାରେ ବିଭିନ୍ନ ଶିଳ୍ପ ପ୍ରକଳ୍ପର ଉଦଘାଟନ ଓ ଭିତ୍ତିପ୍ରସ୍ତର ସ୍ଥାପନ କଲେ ମୁଖ୍ୟମନ୍ତ୍ରୀ

ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଆଜି ଖୋର୍ଦ୍ଧା ଜିଲ୍ଲା ଗସ୍ତରେ ଯାଇ ହଳଦୀପଦାଠାରେ ବିଭିନ୍ନ ଶିଳ୍ପ ପ୍ରକଳ୍ପଗୁଡିକର ଉଦଘାଟନ ଓ ଶିଳାନ୍ୟାସ କରିଛନ୍ତି । ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଆଜି ଖୋର୍ଦ୍ଧା ଅଞ୍ଚଳର ଦୁଇଟି ସ୍ଥାନରେ ୧୪ ଟି ଶିଳ୍ପପ୍ରକଳ୍ପର…

ରାଜ୍ୟରେ ଶିଳ୍ପ ପ୍ରକଳ୍ପର ସମୀକ୍ଷା କଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ

ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଆଜି ଲୋକସେବା ଭବନରେ ରାଜ୍ୟର ଶିଳ୍ପ କ୍ଷେତ୍ରରେ ଅଗ୍ରଗତି ସମୀକ୍ଷା କରି ଅଧିକ ନିଯୁକ୍ତି ପ୍ରଦାନକାରୀ କ୍ଷେତ୍ର ଗୁଡିକ ଉପରେ ଗୁରୁତ୍ୱପ୍ରଦାନ କରିବାକୁ ପରାମର୍ଶ ଦେଇଛନ୍ତି। ମୁଖ୍ୟମନ୍ତ୍ରୀ କହିଥିଲେ ଯେ ଆଗାମୀ ୫ ବର୍ଷରେ…