Tag: Industrial Units

CM Majhi Visits Industrial Units In Khordha: ଖୋର୍ଦ୍ଧାରେ ପ୍ରମୁଖ ଶିଳ୍ପ ସଂସ୍ଥା ପରିଦର୍ଶନ କରି ବ୍ଲୁ-ପ୍ରିଣ୍ଟ ଦେଖିଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ

ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଆଜି ଖୋର୍ଦ୍ଧା ଜିଲ୍ଲାର ଦୁଇଟି ପ୍ରମୁଖ ଶିଳ୍ପ ସଂସ୍ଥା ପରିଦର୍ଶନ କରିଛନ୍ତି । ଏହି ସମୟରେ ସେ କହିଛନ୍ତି ଓଡ଼ିଶାରେ ଶିଳ୍ପାୟନର ପ୍ରସାର, ସ୍ଥାନୀୟ ନିଯୁକ୍ତି ସୁଯୋଗ ସୃଷ୍ଟି ଏବଂ ଅତ୍ୟାଧୁନିକ ପ୍ରଯୁକ୍ତିବିଦ୍ୟାର ଅଭିବୃଦ୍ଧିକୁ ତ୍ୱରାନ୍ୱିତ…