Tag: Inflation

BJD Slams BJP Govt Over Rising Inflation: ମହଙ୍ଗା ମାଡ଼ରେ ଅସ୍ତବ୍ୟସ୍ତ ଓଡ଼ିଶାବାସୀ; ଦରଦାମ ନିୟନ୍ତ୍ରଣରେ ସମ୍ପୂର୍ଣ୍ଣ ବିଫଳ ଡବଲ ଇଞ୍ଜିନ ସରକାର: ବିଜେଡି

ବଜାରରେ ନିତ୍ୟବ୍ୟବହାର୍ଯ୍ୟ ସାମଗ୍ରୀର ଆକାଶଛୁଆଁ ଦର ଏବେ ସାଧାରଣ ଖାଉଟିଙ୍କ ଆର୍ଥିକ ମେରୁଦଣ୍ଡ ଭାଙ୍ଗି ଦେଇଛି। ଆୟ ଅପେକ୍ଷା ବ୍ୟୟ ବଢ଼ିଚାଲିଥିବାରୁ ଘର ଚଳାଇବା ସାଧାରଣ ଲୋକଙ୍କ ପାଇଁ କଷ୍ଟକର ହୋଇପଡ଼ିଥିବା ବେଳେ, ରାଜ୍ୟରେ ଦରଦାମ ନିୟନ୍ତ୍ରଣ କରିବାରେ ଡବଲ ଇଞ୍ଜିନ…