ତାଜା ଖବର ରାଜ୍ୟ Strict Warning Against Leaking VVIP Itinerary: ଭିଭିଆଇପି ଗସ୍ତ ସୂଚନା ଲିକ୍ ବିରୋଧରେ ଓଡ଼ିଶା ସରକାରଙ୍କ କଡ଼ା ଚେତାବନୀ May 28, 2026 Papirani ଭିଭିଆଇପି ଓ ଭିଆଇପିଙ୍କ ଗସ୍ତ ସମୟରେ ସୁରକ୍ଷା ସମ୍ବନ୍ଧୀୟ ସମ୍ବେଦନଶୀଳ ସୂଚନା ଲିକ୍ ହେଉଥିବା ଘଟଣାକୁ ଗୁରୁତ୍ୱର ସହ ନେଇ ଓଡ଼ିଶା ସରକାର କଡ଼ା ସତର୍କତା ଜାରି କରିଛନ୍ତି। ଏ ନେଇ ଗୃହ ବିଭାଗ ପକ୍ଷରୁ ସମସ୍ତ ଜିଲ୍ଲାପାଳ, ଏସ୍ପି, ଡିଜି…