Tag: Infra

Works Dept & OBCC Sign 2,000 Cr MoU: ୨୦୨୬-୨୭ ଆର୍ଥିକ ବର୍ଷ ପାଇଁ ନିର୍ମାଣ ବିଭାଗ ଓ ଓବିସିସି ମଧ୍ୟରେ ୨,୦୦୦ କୋଟି ଟଙ୍କାର ଭିତ୍ତିଭୂମି ବୁଝାମଣାପତ୍ର ସ୍ୱାକ୍ଷରିତ

ରାଜ୍ୟର ଭିତ୍ତିଭୂମି ବିକାଶକୁ ଅଧିକ ତ୍ୱରାନ୍ୱିତ କରିବା ସହ ବିଭିନ୍ନ ଜନକଲ୍ୟାଣମୂଳକ ଓ ଗୁରୁତ୍ୱପୂର୍ଣ୍ଣ ନିର୍ମାଣ ପ୍ରକଳ୍ପର ସଫଳ ରୂପାୟନ ନିମନ୍ତେ ଓଡ଼ିଶା ସରକାର ଏକ ବଡ଼ ପଦକ୍ଷେପ ଗ୍ରହଣ କରିଛନ୍ତି। ଏହି ମର୍ମରେ ୨୦୨୬-୨୭ ଆର୍ଥିକ ବର୍ଷ ପାଇଁ ରାଜ୍ୟ…