ରାଜ୍ୟ ଓଡ଼ିଶାର ଆନ୍ତଃ ରାଜ୍ୟ ବିବାଦର ସମାଧାନ ପାଇଁ ଗଠନ ହେବ ମନ୍ତ୍ରୀ ସ୍ତରୀୟ କମିଟି November 13, 2024 Nirvay ଆଜି ଲୋକ ସେବା ଭବନରେ ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏକ ଉଚ୍ଚ ସ୍ତରୀୟ ବୈଠକରେ ଏହି ନିଷ୍ପତ୍ତି ଗ୍ରହଣ କରାଯଇଅଛି ଯେ, ଅନ୍ୟରାଜ୍ୟ ସହି ଓଡ଼ିଶାର ଥିବା ବିବାଦ ଗୁଡ଼ିକର ସମାଧାନ ପାଇଁ ଏକ ମନ୍ତ୍ରୀ…