Tag: interim report

ମୁଖ୍ୟମନ୍ତ୍ରୀଙ୍କୁ ଅନ୍ତରୀଣ ରିପୋର୍ଟ ପ୍ରଦାନ କଲେ ଷଷ୍ଠ ରାଜ୍ୟ ଅର୍ଥ କମିଶନ

ଆଜି ଲୋକସେବା ଭବନରେ ଷଷ୍ଠ ରାଜ୍ୟ ଅର୍ଥ କମିଶନ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କୁ ଅନ୍ତରୀଣ ରିପୋର୍ଟ ପ୍ରଦାନ କରିଛନ୍ତି । କମିିଶନର ଅଧ୍ୟକ୍ଷ ଡ. ଅରୁଣ କୁମାର ପଣ୍ଡାଙ୍କ ନେତୃତ୍ବରେ କମିଶନର ଅନ୍ୟ ସଦସ୍ୟଗଣ ମୁଖ୍ୟମନ୍ତ୍ରୀଙ୍କୁ ଭେଟି ଏହି ରିପୋର୍ଟ…