Tag: internet connectivity

Mobile Network for All Odisha Villages by March 2027: ୨୦୨୭ ମାର୍ଚ୍ଚ ସୁଦ୍ଧା ପ୍ରତି ଗାଁରେ ପହଞ୍ଚିବ ଇଣ୍ଟରନେଟ୍ ସେବା: ମୁକେଶ ମହାଲିଙ୍ଗ

ଓଡ଼ିଶାର ପ୍ରତ୍ୟେକ ଗ୍ରାମାଞ୍ଚଳକୁ ଡିଜିଟାଲ୍ ସଂଯୋଗ ସହ ଯୋଡ଼ିବା ପାଇଁ ରାଜ୍ୟ ସରକାର ବ୍ୟାପକ ପଦକ୍ଷେପ ଗ୍ରହଣ କରିଛନ୍ତି। ମାର୍ଚ୍ଚ ୨୦୨୭ ସୁଦ୍ଧା ରାଜ୍ୟର ଗାଁଗୁଡ଼ିକୁ ଇଣ୍ଟରନେଟ୍ ସଂଯୋଗ ଯୋଗାଇ ଦେବା ପାଇଁ ଓଡ଼ିଶା ସରକାର ଲକ୍ଷ୍ୟ ରଖିଛନ୍ତି। ଆଜି ବିଧାନସଭାରେ…