Tag: Internet service

Internet Services back in Malkangiri: ମାଲକାନଗିରିରେ ସ୍ବାଭାବିକ ହେଲା ଇଣ୍ଟରନେଟ୍ ସେବା

ମାଲକାନଗିରିରେ ସ୍ବାଭାବିକ ହେଲା ଇଣ୍ଟରନେଟ୍ ସେବା । ହିଂସାର ୮ ଦିନ ପରେ ଇଣ୍ଟରନେଟ୍ ସେବା ସ୍ବାଭାବିକ ହୋଇଛି । ଗତ ସୋମବାର ସଂଧ୍ୟା ୬ଟାରୁ କଟକଣା ଲାଗୁ ହୋଇଥିଲା ।ପର୍ଯ୍ୟାୟ କ୍ରମେ କଟକଣା ୬ ଥର ବୃଦ୍ଧି ହୋଇଥିଲା ।…

Internet Restriction: ମାଲକାନଗିରିରେ ଆଉ ୨୪ ଘଣ୍ଟା ବଢ଼ିଲା ଇଣ୍ଟରନେଟ୍ କଟକଣା

ପୁଣି ବଢ଼ିଲା ଇଣ୍ଟରନେଟ କଟକଣା । ମାଲକାନଗିରିରେ ଆଉ ୨୪ ଘଣ୍ଟା ବଢ଼ିଲା ଇଣ୍ଟରନେଟ୍ କଟକଣା । ଆସନ୍ତାକାଲି ମଧ୍ୟରାତ୍ର ୧୨ଟା ଯାଏଁ ଇଣ୍ଟରନେଟ୍ କଟକଣା ବୃଦ୍ଧି କରାଯାଇଛି। ଏମ୍‌ଭି ୨୬ ଓ ରାଖେଲଗୁଡ଼ା ଗାଁ ବିବାଦକୁ ନେଇ ପ୍ରଶାସନର ନିଷ୍ପତ୍ତି…

Internet Shutdown In Malkangiri: ମାଲକାନଗିରି ଉତ୍ତେଜନା: ଆଉ ୧୨ ଘଣ୍ଟା ବଢ଼ିଲା ଇଣ୍ଟରନେଟ୍ କଟକଣା

ମହିଳାଙ୍କ ହତ୍ୟାକୁ ନେଇ ମାଲକାନଗିରି ଜିଲ୍ଲା ଏମଭି-୨୬ ଏବଂ ରାଖେଲଗୁଡ଼ା ଗ୍ରାମ ମଧ୍ୟରେ ଲାଗି ରହିଛି ଉତ୍ତେଜନା । ଏହାକୁ ଦୃଷ୍ଟିରେ ରଖି ପ୍ରଶାସନ ପକ୍ଷରୁ ଇଣ୍ଟରନେଟ୍ ସେବା କଟକଣା ଅବଧିକୁ ଆଉ ୧୨ ଘଣ୍ଟା ବୃଦ୍ଧି କରାଯାଇଛି । ଆଜି…

Malkangiri Violence: ମାଲକାନଗିରିରେ ଉତ୍ତେଜନା: ଆହୁରି ୨୪ ପାଇଁ ଇଣ୍ଟରନେଟ୍ କଟକଣାକୁ ବୃଦ୍ଧି କରିଛି ପ୍ରଶାସନ

ଦିନକୁ ଦିନ ମାଲକାନଗିରିରେ ଉତ୍ତେଜନା ବଢ଼ିବାରେ ଲାଗିଛି । ଏହାକୁ ଦୃଷ୍ଟିରେ ରଖି ଆହୁରି ୨୪ ଘଣ୍ଟା ପାଇଁ ମାଲକାନଗିରିରେ ଇଣ୍ଟରନେଟ୍ କଟକଣା ବୃଦ୍ଧି କରାଯାଇଛି। ଆଜି ଦିନ ୧୨ ଯାଏଁ କଟକଣା ଲାଗୁ ହୋଇଥିଲା ତେବେ ଅପ୍ରୀତିକର ପରିସ୍ଥିତିକୁ ଦୃଷ୍ଟିରେ…

Malkangiri Internet Shut down: ମାଲକାନଗିରିରେ ବଢ଼ିଲା ଇଣ୍ଟରନେଟ୍‌ କଟକଣା

ମାଲକାନଗିରିରେ ବଢ଼ିଲା ଇଣ୍ଟରନେଟ୍‌ କଟକଣା। ଆଉ ୧୮ ଘଣ୍ଟା ଇଣ୍ଟରନେଟ୍‌ କଟକଣା ବୃଦ୍ଧି କଲା ପ୍ରଶାସନ । କାଲି ଦିନ ୧୨ଟା ପର୍ଯ୍ୟନ୍ତ କଟକଣା ବୃଦ୍ଧି ନେଇ ସୂଚନା ଜାରି କରାଯାଇଛି । RDC ଓ ଜିଲ୍ଲାପାଳଙ୍କ ସହ ଆଲୋଚନା ପରେ…

କଟକରେ ସୋସିଆଲ୍ ମିଡିଆ ଉପରେ ଲାଗିଲା କଟକଣା

କଟକ ସହରରେ ସୋସିଆଲ୍ ମିଡିଆ ଉପରେ ଲାଗିଲା କଟକଣା । ଆସନ୍ତା ୨୪ ଘଣ୍ଟା ପାଇଁ ବନ୍ଦ ରହିବ ଇଣ୍ଟରନେଟ ସେବା। ଆଜି ସଂଧ୍ୟା ୭ଟାରୁ ଆସନ୍ତାକାଲି ସଂଧ୍ୟା ୭ଟା ପର୍ଯ୍ୟନ୍ତ ଲାଗିଲା କଟକଣା । ହ୍ବାଟ୍‌ସ ଆପ୍, ଫେସ୍‌ବୁକ୍‌, ଇନ୍‌ଷ୍ଟାଗ୍ରାମ୍‌,…

ରାଜ୍ୟର ୭୬୪ ଗ୍ରାମପଞ୍ଚାୟତରେ ନାହିଁ ଇଣ୍ଟରନେଟ୍: ମୁକେଶ ମହାଲିଙ୍ଗ

ଦିନକୁ ଦିନ ଇଣ୍ଟରନେଟ୍ ଉପରେ ନିର୍ଭରଶୀଳ ହେଉଛି ସର ବିଶ୍ଵ। ଏଭଳି ସମୟରେ ରାଜ୍ୟର ୭୬୪ ଗ୍ରାମପଞ୍ଚାୟତରେ ନାହିଁ ଇଣ୍ଟରନେଟ୍ ସେବା । ବିଧାନସଭାରେ ଉଠିଲା ଗ୍ରାମରେ ଇଣ୍ଟରନେଟ୍ ପ୍ରସଙ୍ଗ । ଦୁଇ ଦିନର ବିରତି ପରେ ଆଜି ଆରମ୍ଭ ହୋଇଛି…