Tag: Internet Shutdown

Group Clash In Malkangiri: ମାଲକାନଗିରିରେ ଆଉ ୨୪ ଘଣ୍ଟା ବଢ଼ିଲା ଇଣ୍ଟରନେଟ୍‌ କଟକଣା; ମାଲ୍ୟବନ୍ତ ମହୋତ୍ସବ ସ୍ଥଗିତ

ମହିଳାଙ୍କ ହତ୍ୟାକୁ ନେଇ ମାଲକାନଗିରି ଜିଲ୍ଲା ଏମଭି-୨୬ ଏବଂ ରାଖେଲଗୁଡ଼ା ଗ୍ରାମ ମଧ୍ୟରେ ଲାଗି ରହିଥିବା ଉତ୍ତେଜନାକୁ ଦୃଷ୍ଟିରେ ରଖି ପ୍ରଶାସନ ପକ୍ଷରୁ ଆଉ ୨୪ ଘଣ୍ଟା ପାଇଁ ଇଣ୍ଟରନେଟ୍ ସେବା କଟକଣା ଅବଧିକୁ ବୃଦ୍ଧି କରାଯାଇଛି । ଆଜି ରାତି…