Tag: Investigation

ଆଡ଼ପ ପହଣ୍ଡି ଅଘଟଣ: ତଦନ୍ତ କରିବ ୩ ଜଣିଆ କମିଟି

ଆଡ଼ପ ପହଣ୍ଡି ଅଘଟଣ ନେଇ ପରିଚାଳନା କମିଟିରେ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ହୋଇଛି। ବୈଠକ ପରେ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ବୀରବିକ୍ରମ ଯାଦବଙ୍କ ସୂଚନା ଦେଇଛନ୍ତି। ଘଟଣାର ତଦନ୍ତ କରିବା ପାଇଁ ୩ ଜଣିଆ କମିଟି ଗଠନ କରାଯାଇଛି। ଜଣେ ଏଡିଏମ୍‌, ଉନ୍ନୟନ…

ଆଡ଼ପ ପହଣ୍ଡି ବିଭ୍ରାଟ: ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାନୁଷ୍ଠାନ ନିର୍ଦ୍ଦେଶ

ଆଡ଼ପ ମଣ୍ଡପ ବିଜେ ବେଳେ ତଳକୁ ଖସିପଡିଲେ ମହାପ୍ରଭୁ ବଳଭଦ୍ର। ୭ ଜଣ ସେବାୟତ ଆହତ ହୋଇଛନ୍ତି। ଏହି ଘଟଣାକୁ ନେଇ ଦୁଃଖ ପ୍ରକାଶ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ଆଇନ ମନ୍ତ୍ରୀଙ୍କୁ ତୁରନ୍ତ ପୁରୀ ଯାଇ ସ୍ଥିତି ଅନୁଧ୍ୟାନ…