Tag: IPS

ଆଇପିଏସ୍ ସ୍ତରରେ ବଡ଼ ଧରଣର ଅଦଳ ବଦଳ କଲେ ରାଜ୍ୟ ସରକାର

ଆଇପିଏସ୍ ସ୍ତରରେ ବଡ଼ ଧରଣର ଅଦଳବଦଳ କରିଛନ୍ତି ରାଜ୍ୟ ସରକାର । ଏ ନେଇ ଆଜି ଗୃହ ବିଭାଗ ତରଫରୁ ଏନେଇ ବିଜ୍ଞପ୍ତି ପ୍ରକାଶ କରାଯିବା ସହିତ ଆଇପିଏସ୍ ସ୍ତରରେ ଅଦଳବଦଳ ନେଇ ସୂଚନା ଦିଆଯାଇଛି । ବରିଷ୍ଠ ଆଇପିଏସ୍ ଅଫିସର…

ରାଜ୍ୟରେ ଖାଲିପଡ଼ିଛି ୬୬ ଆଇଏଏସ୍ ଓ ୬୮ ଆଇପିଏସ୍ ପଦବୀ

ରାଜ୍ୟରେ ମରୁଡ଼ି ପଡ଼ିଛି ଆଇଏଏସ୍‌ ଓ ଆଇପିଏସ୍‌ ଅଧିକାରୀ । ୬୬ ଆଇଏଏସ୍ ଓ ୬୮ ଆଇପିଏସ୍ ପଦବୀ ଖାଲିଥିବା ନେଇ ଆଜି ବିଧାନସଭାରେ ସୂଚନା ଦେଇଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ଆଜି ବିଧାନସଭାରେ ବିଧାୟକ ଅରୁଣ ସାହୁଙ୍କ…

ଓଡ଼ିଶା ଫେରିଲେ ବରିଷ୍ଠ ଆଇପିଏସ ଅଫିସର ପାରୁଲ ଗୁପ୍ତା

କେନ୍ଦ୍ରୀୟ ଡେପୁଟେସନରୁ ଓଡ଼ିଶା ଫେରିଛନ୍ତି ବରିଷ୍ଠ ଆଇପିଏସ ଅଫିସର ପାରୁଲ ଗୁପ୍ତା । ସେ ଓଡ଼ିଶା ଫେରିବା ପରେ ଡେପୁଟି ଡାଇରେକ୍ଟର ଇଣ୍ଟେଲିଜେନ୍ସ ବ୍ୟୁରୋ ଭାବେ ନିଯୁକ୍ତି ପାଇଛନ୍ତି । ଗୃହ ମନ୍ତ୍ରଣାଳୟ ପାରୁଲ ଗୁପ୍ତାଙ୍କ ଓଡ଼ିଶା ପ୍ରତ୍ୟାବର୍ତ୍ତନ ପାଇଁ ଦେଇଥିବା…

କ୍ଷମତାର ଅପବ୍ୟବହାର ଅଭିଯୋଗ, ବରିଷ୍ଠ ପୋଲିସ ଅଧିକାରୀ ନିଲମ୍ବିତ

ଜଣେ ବରିଷ୍ଠ ପୋଲିସ ଅଧିକାରୀ ପଣ୍ଡିତ ରାଜେଶ ଉତ୍ତମରାଓ (ଆଇପିଏସ) ଗତ ଶନିବାର ରାତିରେ ନିଜ କ୍ଷମତାର ଅପବ୍ୟବହାର କରି ପଦ ମର୍ଯ୍ୟାଦାର ସମ୍ମାନ ହାନି କରିଥିବା ଅଭିଯୋଗ ମିଳିଥିଲା। ମହିଳା ପୋଲିସ ଅଧିକାରୀଙ୍କୁ ଦୁର୍ବବ୍ୟହାର କରିବା ସହ ମହିଳା ଅଧିକାରୀଙ୍କୁ…

ଆଇପିଏସ୍‌ ଡିଏସ୍‌ କୁଟ୍ଟେଙ୍କୁ ଓଏସ୍‌ଡି ଭାବେ ନିଯୁକ୍ତି

ବରିଷ୍ଠ ଆଇପିଏସ୍ ଅଫିସର ଡି. ଏସ. କୁଟ୍ଟେଙ୍କୁ ଓଏସ୍‌ଡି ଭାବେ ନିଯୁକ୍ତି । ରାଜ୍ୟ ଗୃହ ବିଭାଗ ଓଏସ୍‌ଡି ଭାବେ ନିଯୁକ୍ତି ଦେଲେ ସରକାର । ନିଲମ୍ବନ ଉଠିବା ପରେ କୁଟ୍ଟେଙ୍କୁ ନିଯୁକ୍ତି ଦେଲେ ସରକାର । ନିର୍ବାଚନ ସମୟରେ କୁଟ୍ଟେଙ୍କୁ…

ରବି କାନ୍ତଙ୍କ ଦିଲ୍ଲୀ ଗାଦିରୁ ଛୁଟି; ଓଡ଼ିଶାରେ ଲଘୁ ଦାୟିତ୍ୱ

ବରିଷ୍ଠ ଆଇପିଏସ୍‌ ରବି କାନ୍ତଙ୍କୁ ବି ଓଏସ୍‌ଡି ଭାବେ ବଦଳି । ରାଜ୍ୟ ଗୃହ ବିଭାଗ ଓଏସ୍‌ଡି ଭାବେ ବଦଳି ହେଲେ ରବି କାନ୍ତ । ରାଜ୍ୟ ଗୃହ ବିଭାଗ ଓଏସ୍‌ଡି ଭାବେ ବଦଳି ହେଲେ ରବି କାନ୍ତ । ୧୯୯୮…

ଆଇପିଏସ ଆଶିଷ ସିଂ ଜୁନ ୩ରୁ କାର୍ଯ୍ୟରେ ଯୋଗ ଦେଇଛନ୍ତି: ପୁଲିସ ଡିଜି

ଆଇପିଏସ ଆଶିଷ ସିଂଙ୍କୁ ନେଇ ମୁଁହ ଖୋଲିଲେ ପୁଲିସ ଡିଜି ଅରୁଣ ଷଡ଼ଙ୍ଗୀ। ସେ କହିଛନ୍ତି, ଆଶିଷ ଗତ ଜୁନ ୩ ତାରିଖରୁ କାର୍ଯ୍ୟରେ ଯୋଗଦାନ କରିଛନ୍ତି। ଏମିତିକି ଗତ ୧୭ ତାରିଖରେ ପୁଲିସ ଡିଜି କ୍ୟାମ୍ପ ଅଫିସରେ ଚାଲିଥିବା ଆଇନ୍…