ରାଜ୍ୟ କେନ୍ଦ୍ରୀୟ ଡେପୁଟେସନରୁ ଓଡ଼ିଶା ଫେରିବେ ଆଇପିଏସ୍ ସୁଶାନ୍ତ ନାଥ March 3, 2025 Nirvay କେନ୍ଦ୍ରୀୟ ଡେପୁଟେସନରୁ ଓଡ଼ିଶା ଫେରିବେ ଆଇପିଏସ୍ ସୁଶାନ୍ତ ନାଥ । ଆଇପିଏସ୍ ସୁଶାନ୍ତ ନାଥ ୨୦୨୦ ସେପ୍ଟେମ୍ବରରେ କେନ୍ଦ୍ରୀୟ ଡେପୁଟେସନକୁ ଯାଇଥିଲେ । ସୁଶାନ୍ତ କୁମାର ନାଥ ସୀମା ସୁରକ୍ଷା ବଳ (ବିଏସ୍ଏଫ୍) ଆଇଜି ଭାବେ କାର୍ଯ୍ୟରତ ଅଛନ୍ତି । ତେବେ…