Tag: IT raid in jajapur

ଯାଜପୁର ଠିକାଦାରଙ୍କ ଘରେ IT ରେଡ୍

ଯାଜପୁର ଟାଉନରେ ଜଣେ ଠିକାଦାରଙ୍କ ଘରେ IT ରେଡ୍‌ ହେଉଥିବା ସୂଚନା ମିଳିଛି। ବିଦ୍ୟୁତ ବିଭାଗ ଠିକାଦାର ଧରଣୀ ସାହୁଙ୍କ ଘରେ ସକାଳୁ IT ରେଡ୍‌ ଚାଲିଥିବା ସୂଚନା ମିଳିଛି।ଠିକାଦାରଙ୍କ ଯାଜପୁର ପୈାରପାଳିକା ହାଟପାଟଣା ସ୍ଥିତ ଘରେ ରେଡ୍‌ ହେଉଛି। ଚଢାଉରେ…