ତାଜା ଖବର ରାଜ୍ୟ Jagannath Idol: ପୁରୀ ବେଳାଭୂମିକୁ ଭାସି ଆସିଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ମୂର୍ତ୍ତି; ଭିଡ଼ିଓ ଭାଇରାଲ December 25, 2025 Papirani ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ମୂର୍ତ୍ତି ସମୁଦ୍ରରେ ଭାସିଵାର ଦୃଶ୍ୟ ଏବେ ସୋସିଆଲ ମିଡିଆରେ ବେଶ୍ ଭାଇରାଲ ହେଵାରେ ଲାଗିଛି। ଭିଡିଓଟି ପୁରୀ ବେଳାଭୂମି ବୋଲି ଜଣାପଡ଼ୁଛି । ଏହି ଦୃଶ୍ୟ କୋଟିକୋଟି ଜଗନ୍ନାଥ ପ୍ରେମୀଙ୍କ ଭାବାବେଗକୁ ଆଘାତ ପହଞ୍ଚାଇଛି। ସମୁଦ୍ର ଭିତରେ ମହାପ୍ରଭୁ…