Tag: Jagannath temple

Ratna Bhandar Inventory In March: ମାର୍ଚ୍ଚ ପ୍ରଥମ ସପ୍ତାହରେ ଆରମ୍ଭ ହେବ ରତ୍ନଭଣ୍ଡାର ଗଣତିମଣତି

ମାର୍ଚ୍ଚ ମାସ ପ୍ରଥମ ସପ୍ତାହରେ ଆରମ୍ଭ ହେବ ରତ୍ନଭଣ୍ଡାର ଗଣତିମଣତି । ଏହି ସୂଚନା ଦେଇ ଆଇନ ମନ୍ତ୍ରୀ ପୃଥ୍ଵୀରାଜ ହରିଚନ୍ଦନ କହିଛନ୍ତି ଯେ, ଛତିଶା ନିଯୋଗ ସହ ଆଲୋଚନା ହୋଇଛି ଏବଂ ଖୁବଶୀଘ୍ର ସମୟ ସ୍ଥିର ହେବ । ମାର୍ଚ୍ଚ…

Banakalagi Niti: ଆଜି ଶ୍ରୀମନ୍ଦିରରେ ବନକଲାଗି ନୀତି, ୪ ଘଣ୍ଟା ବନ୍ଦ ରହିବ ମହାପ୍ରଭୁଙ୍କ ଦର୍ଶନ

ଆଜି ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ବନକଲାଗି ନୀତି ଅନୁଷ୍ଠିତ ହେଉଛି । ଏହି ନୀତି ପାଇଁ ସର୍ବସାଧାରଣ ଦର୍ଶନ ପ୍ରାୟ ୪ ଘଣ୍ଟା ବନ୍ଦ ରହିବ । ସନ୍ଧ୍ୟା ୬ଟାରୁ ରାତି ୧୦ଟା ପର୍ଯ୍ୟନ୍ତ ସର୍ବସାଧାରଣ ଦର୍ଶନ ବନ୍ଦ ରହିବ। ଦ୍ଵିତୀୟ ଭୋଗମଣ୍ଡପ…

President Murmu’s Puri Visit: ଫେବୃୟାରୀ ୪ରେ ମହାପ୍ରଭୁଙ୍କୁ ଦର୍ଶନ କରିବେ ରାଷ୍ଟ୍ରପତି, ଶ୍ୱେତଗଙ୍ଗାରେ କରିବେ ପିଣ୍ଡଦାନ

ରାଷ୍ଟ୍ରପତି ଦୌପଦୀ ମୁର୍ମୁ ଫେବୃୟାରୀ ୪ ତାରିଖ ଦିନ ସକାଳ ୭ଟାରେ ପୁରୀ ବାଲିସାହି ଶ୍ୱେତଗଙ୍ଗା ଠାରେ ପିଣ୍ଡ ଦାନ କରିବାର କାର୍ଯ୍ୟକ୍ରମ ରହିଛି । ଏହା ପରେ ୭ଟା ୪୦ରେ ରାଷ୍ଟ୍ରପତି ମହାପ୍ରଭୁଙ୍କୁ ଦର୍ଶନ କରିବେ । ଗର୍ଭଗୃହ ଭିତରକୁ…

Banaka Lagi Ritual: ଆସନ୍ତାକାଲି ମହାପ୍ରଭୁଙ୍କ ବନକଲାଗି ନୀତି; ଶ୍ରୀମନ୍ଦିରରେ ୫ ଘଣ୍ଟା ବନ୍ଦ ରହିବ ଦର୍ଶନ

ଆସନ୍ତାକାଲି ୫ ଘଣ୍ଟା ପାଇଁ ସ୍ଥଗିତ ରହିବ ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ଦର୍ଶନ । ଶ୍ରୀବିଗ୍ରହଙ୍କ ବନକଲାଗି ନୀତି ପାଇଁ ସାଧାରଣ ଦର୍ଶନ ବନ୍ଦ ରହିବ । ଏ ନେଇ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ସୂଚନା ଦିଆଯାଇଛି । ଆସନ୍ତାକାଲି ବନକଲାଗି ନୀତି…

Shubhankar Mishra Controversy: ବଢିଲା ଶୁଭଙ୍କର ମିଶ୍ରଙ୍କ ପାଇଁ ଅଡୁଆ; ଥାନାରେ ଦିଆଗଲା ଏତଲା

ବଢିଲା ଶୁଭଙ୍କର ମିଶ୍ରଙ୍କ ପାଇଁ ଅଡୁଆ । ସାମ୍ବାଦିକ ତଥା ସୋସିଆଲ୍ ମିଡ଼ିଆ ଇନଫ୍ଲୁଏନସର୍ ଶୁଭଙ୍କର ମିଶ୍ରା ନାଁରେ ସିଂହଦ୍ୱାର ଥାନାରେ ଏତଲା ଦିଆଯାଇଛି । ଶ୍ରୀମନ୍ଦିର ସେବାୟତ ଗୌରହରି ପ୍ରଧାନ ସିଂହଦ୍ଵାର ଥାନାରେ ଏତଲା ଦେଇଛନ୍ତି । ଶ୍ରୀମନ୍ଦିର ଓ…

Puri Srimandir: ଶ୍ରୀମନ୍ଦିରର ୩ ସେବାୟତ ନିଲମ୍ବିତ

ଶ୍ରୀମନ୍ଦିରର ୩ ସେବାୟତଙ୍କୁ ନିଲମ୍ବନ କଲେ ମୁଖ୍ୟ ପ୍ରଶାସକ ଅରବିନ୍ଦ ପାଢ଼ୀ । ନାଟ୍ୟମଣ୍ଡପରେ ବେନିୟମ ଭାବେ ଅର୍ଥ ଆଦାୟ ଅଭିଯୋଗରେ ୨ ସେବାୟତ ସୁଆର ବଡୁସେବକ ନାରାୟଣ ପଣ୍ଡା ଓ ଖୁଣ୍ଟିଆ ସେବକ ରାଜାରାମ ଖୁଣ୍ଟିଆଙ୍କୁ ନିଲମ୍ବିତ କରାଯାଇଛି ।…

Gundicha Temple: ଖୁବଶୀଘ୍ର ଭକ୍ତଙ୍କ ପାଇଁ ଖୋଲିବ ଗୁଣ୍ଡିଚା ମନ୍ଦିର

ଖୁବଶୀଘ୍ର ଶ୍ରଦ୍ଧାଳୁଙ୍କ ପାଇଁ ଖୋଲିବ ମହାପ୍ରଭୁଙ୍କ ଜନ୍ମସ୍ଥଳୀ ପୁରୀ ଗୁଣ୍ଡିଚା ମନ୍ଦିର । ଭକ୍ତ ମାନେ ଗୁଣ୍ଡିଚା ମନ୍ଦିରର ସୌନ୍ଦର୍ଯ୍ୟ କରଣ ସହ ମହାପ୍ରଭୁଙ୍କ ଜନ୍ମସ୍ଥଳୀ ଦେଖିବାର ସୁଯୋଗ ପାଇବେ । ଏନେଇ ପୌରସଂସ୍ଥା କାର୍ଯ୍ୟନିର୍ବାହୀ ଅଧିକାରୀ ଅଭିମନ୍ୟୁ ବେହେରା ସୂଚନା…

ପୁରୀ ଶ୍ରୀମନ୍ଦିର ଉପରେ ଉଡ଼ିଥିବା ଡ୍ରୋନ୍ ଜବତ

ବେଆଇନ ଭାବେ ଶ୍ରୀମନ୍ଦିର ଉପରେ ଉଡ଼ିଥିବା ଡ୍ରୋନ୍ ଜବତ ହୋଇଛି । ଡ୍ରୋନ୍‌କୁ ଗୋଡ଼ାଇ ଗୋଡ଼ାଇ ପୁରୀ ଶନି ମନ୍ଦିର ଗଳିରୁ ସିଂହଦ୍ୱାର ପୋଲିସ ଡ୍ରୋନ ଜବତ କରିଛି ।ଡ୍ରୋନ ଉଡ଼ାଇଥିବା ଛତିଶଗଡର ଯୁବକ ଦୁର୍ଗାପ୍ରସାଦ ଯାଦବକୁ ପୋଲିସ ଅଟକ ରଖି…

ସଂସଦରେ ସ୍ଥାନ ପାଇବ ମହାପ୍ରଭୁଙ୍କ ୩ ରଥର ଚକ

ଏଣିକି ସଂସଦ ଭବନରେ ସ୍ଥାନ ପାଇବ ମହାପ୍ରଭୁ ଶ୍ରୀ ଜଗନ୍ନାଥଙ୍କ ନନ୍ଦିଘୋଷ, ପ୍ରଭୁ ବଳଭଦ୍ରଙ୍କ ତାଳଧ୍ୱଜ ଓ ଭଉଣୀ ସୁଭଦ୍ରାଙ୍କ ଦର୍ପଦଳନ ରଥର ଚକ । ସ୍ୱତନ୍ତ୍ର ସ୍ଥାନରେ ସମ୍ମାନର ସହ ସ୍ଥାନିତ ହେବ ରଥ ଚକ । ଓଡ଼ିଶା ଗସ୍ତରେ…

ଶ୍ରୀମନ୍ଦିର ପରିସରରେ ଶିଶୁମାନଙ୍କ ପାଇଁ ହେବ ସ୍ତନ୍ୟପାନ ଗୃହ

ଶ୍ରୀମନ୍ଦିରକୁ ପ୍ରତିଦିନ ବହୁ ସଂଖ୍ୟକ ଭକ୍ତ ଓ ଶ୍ରଦ୍ଧାଳୁ ନିଜ ଛୋଟ ଶିଶୁଙ୍କୁ ନେଇ ଆସିଥାନ୍ତି । ବିଶେଷକରି ସ୍ତନ୍ୟପାନ ଉପରେ ନିର୍ଭରଶୀଳ ଶିଶୁ ଓ ମା’ମାନଙ୍କ ଆବଶ୍ୟକତାକୁ ଦୃଷ୍ଟିରେ ରଖି ଶ୍ରୀମନ୍ଦିର ପରିସରରେ ଏକ ସ୍ତନ୍ୟପାନ ଗୃହ କରାଯିବାକୁ ଯୋଜନା…