ରାଜ୍ୟ ଦଇତାପତି ନିଯୋଗ ସମ୍ପାଦକ ରାମକୃଷ୍ଣ ଦାସମହାପାତ୍ରଙ୍କୁ ନୋଟିସ୍ ସୂଚନା May 3, 2025 Nirvay ଆଇନ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନଙ୍କ ତଦନ୍ତ ନିର୍ଦ୍ଦେଶ ଅନୁଯାୟୀ ଦଇତାପତି ନିଯୋଗ ସମ୍ପାଦକ ରାମକୃଷ୍ଣ ଦାସମହାପାତ୍ରଙ୍କୁ ନୋଟିସ୍ ହୋଇଥିବା ସୂଚନା ମିଳିଛି । ବଙ୍ଗୀୟ ଚ୍ୟାନେଲକୁ ମନ୍ତବ୍ୟ ନେଇ ରାମକୃଷ୍ଣଙ୍କୁ ଶ୍ରମନ୍ଦିରର ମୁଖ୍ୟ ପ୍ରଶାସକ ପଚରାଉଚରା କରିବାର ସମ୍ଭାବନା ଅଛି ।…
ରାଜ୍ୟ ଶ୍ରୀମନ୍ଦିରରେ ନିୟୋଜିତ ହେଲେ ସ୍ୱତନ୍ତ୍ର ସୁରକ୍ଷା ବାହିନୀ April 26, 2025 Nirvay ଶ୍ରୀମନ୍ଦିରର ସୁରକ୍ଷା ଓ ଶୃଙ୍ଖଳା ପାଇଁ ରାଜ୍ୟ ସରକାରଙ୍କ ବଡ଼ ପଦକ୍ଷେପ । ଦିନକୁ ଦିନ ଶ୍ରମନ୍ଦିରରେ ଭକ୍ତଙ୍କ ସଂଖ୍ୟା ବୃଦ୍ଧିକୁ ଆଖି ଆଗରେ ରଖି ପୁରୀ ଜଗନ୍ନାଥ ମନ୍ଦିରରେ ସ୍ୱତନ୍ତ୍ର ସୁରକ୍ଷା ବାହିନୀ ନିୟୋଜିତ ହୋଇଛନ୍ତି । କମାଣ୍ଡାଣ୍ଟଙ୍କ ସହ…
ରାଜ୍ୟ ସ୍ନାନ ପୂର୍ଣ୍ଣିମା ସୁଦ୍ଧା ସରିବ ରତ୍ନ ଭଣ୍ଡାର ମରାମତି କାମ April 7, 2025 Nirvay ଶ୍ରୀମନ୍ଦିର ରତ୍ନଭଣ୍ଡାର ମରାମତି କାର୍ଯ୍ୟ ଜାରି ରହିଛି । ଏଏସଆଇ ଫାଇଲ କରିଥିବା ଏଫିଡେବିଟରେ ଶ୍ରୀମନ୍ଦିର ରତ୍ନଭଣ୍ଡାର ମରାମତି କାର୍ଯ୍ୟ ସ୍ନାନ ପୂର୍ଣ୍ଣିମା ଭିତରେ ସରିବ ବୋଲି କୁହାଯାଇଛି । ପ୍ରଥମେ ଡି ପ୍ଲାଷ୍ଟରିଙ୍ଗ କାମ ହୋଇଥିବାବେଳେ ପରେ ପଥର ମରାମତି…
ରାଜ୍ୟ ପୁରୀରେ ପ୍ରସ୍ତାବିତ ଶ୍ରୀଜଗନ୍ନାଥ ବିମାନବନ୍ଦର ପାଇଁ ଏପ୍ରିଲ ୯ ଓ ୧୧ରେ ଜନ ଶୁଣାଣି March 25, 2025 Nirvay ଆଉ ପାଦେ ଆଗେଇଲା ପୁରୀର ଶ୍ରୀଜଗନ୍ନାଥ ବିମାନବନ୍ଦର ପ୍ରକଳ୍ପ । ପୁରୀରେ ପ୍ରସ୍ତାବିତ ଶ୍ରୀଜଗନ୍ନାଥ ଅନ୍ତର୍ଜାତୀୟ ବିମାନବନ୍ଦର ପାଇଁ ବ୍ରହ୍ମଗିରି ତହସିଲ ଅଧୀନରେ ଥିବା ସିପସରୁବାଲି ଏବଂ ଷଣ୍ଢପୁର ଅଞ୍ଚଳରେ ଓଡ଼ିଶା ସରକାର ଜମି ଅଧିଗ୍ରହଣ କରିବାକୁ ଯାଉଛନ୍ତି । ଏହି…
ରାଜ୍ୟ ପୁରୀରେ ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଦର୍ଶନ କଲେ ଷୋଡ଼ଶ ଅର୍ଥ କମିଶନ February 5, 2025 Nirvay ଷୋଡ଼ଶ ଅର୍ଥ କମିଶନ ଅଧ୍ୟକ୍ଷ ଡ଼ଃ ଅରବିନ୍ଦ ପାନାଗାରିଆଙ୍କ ନେତୃତ୍ୱରେ ଓଡିଶା ଗସ୍ତରେ ଆସିଥିବା ୧୫ ଜଣିଆ ପ୍ରତିନିଧି ଦଳ ଆଜି ଦ୍ଵିତୀୟ ଦିନରେ ପୁରୀଗସ୍ତରେ ଯାଇ ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଦର୍ଶନ କରିଛନ୍ତି । ପୁରୀ ରାଜଭବନରେ ପୁରୀ ପୌର ପାଳିକା…
ରାଜ୍ୟ ପୁଣି ଭାଇରାଲ ହେଲା ଗର୍ଭଗୃହ ଫଟୋ; ଶ୍ରୀମନ୍ଦିର ସୁରକ୍ଷା ନେଇ ଉଠିଲା ପ୍ରଶ୍ନ January 19, 2025 Nirvay ଶ୍ରୀମନ୍ଦିର ସୁରକ୍ଷା ନେଇ ପୁଣି ଉଠିଲା ପ୍ରଶ୍ନ । ବାରମ୍ବାର ସୋସିଆଲ ମିଡ଼ିଆରେ ଭାଇରାଲ ହେଉଛି ଶ୍ରୀମନ୍ଦିର ଭିତର ଦୃଶ୍ୟ । ଏଥର ସିଧା ଗର୍ଭଗୃହର ଫଟୋ ଓ ଭିଡିଓ ଭାଇରାଲ ହୋଇଛି । ଗରୁଡ ସ୍ତମ୍ଭ ପାଖରୁ ଗର୍ଭ ଗୃହର…
ରାଜ୍ୟ ଶ୍ରୀଜିଉଙ୍କୁ ଦର୍ଶନ କଲେ ନୂଆ ରାଜ୍ୟପାଳ ହରିବାବୁ କମ୍ଭମପତି January 2, 2025 Nirvay ଓଡିଶା ପହଞ୍ଚିବା ପରେ ପୁରୀରେ ଯାଇ ଶ୍ରୀଜିଉଙ୍କୁ ଦର୍ଶନ କରିଛନ୍ତି ଓଡିଶାର ନବନିଯୁକ୍ତ ରାଜ୍ୟପାଳ ହରିବାବୁ କମ୍ଭମପତି । ଆଜି ପୁରୀ ରାଜଭବନରେ ସେ ରାତ୍ରିଯାପନ କରିବେ । ଆସନ୍ତାକାଲି ଭୁବନେଶ୍ୱର ଫେରି ଜାନୁଆରୀ ୩ ତାରିଖ (ଶୁକ୍ରବାର ଦିନ) ଓଡ଼ିଶାର…
ତାଜା ଖବର ରାଜ୍ୟ କାର୍ତ୍ତିକ ମାସ ପରେ ଶ୍ରୀମନ୍ଦିର ଦର୍ଶନ ବ୍ୟବସ୍ଥାରେ ହେବ ପରିବର୍ତ୍ତନ November 13, 2024 Nirvay କାର୍ତ୍ତିକ ମାସ ପରେ ଶ୍ରୀମନ୍ଦିରରେ ନୂଆ ଦର୍ଶନ ବ୍ୟବସ୍ଥା। ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ଅରବିନ୍ଦ ପାଢ଼ୀ ଏନେଇ ଆଜି ସୂଚନା ଦେଇଛନ୍ତି । ମନ୍ଦିର ରେ ପଞ୍ଚୁକ ଉପଲକ୍ଷେ ଭକ୍ତ ମାନଙ୍କ ପ୍ରବଳ ଭିଡ଼ ହେଉଛି ଯାହା ଦ୍ୱାରା ଦର୍ଶନ ବ୍ୟବସ୍ଥା…
ତାଜା ଖବର ରାଜନୀତି ରାଜ୍ୟ ଶ୍ରୀମନ୍ଦିରରେ ଭକ୍ତଙ୍କୁ ମିଳିବ ମହାପ୍ରସାଦ କୁଡୁଆ October 13, 2024 Papirani ଶ୍ରୀମନ୍ଦିରରେ ଭକ୍ତଙ୍କୁ ମାଗଣାରେ ମିଳିବ ମହାପ୍ରସାଦ କୁଡୁଆ । ମହାପ୍ରଭୁଙ୍କ ଦର୍ଶନ ପାଇଁ ଶ୍ରୀମନ୍ଦିରକୁ ଯାଉଥିବା ସବୁଭକ୍ତଙ୍କୁ ମିଳିବ ମହାପ୍ରସାଦ। ଦର୍ଶନ ସରିବାପରେ ସାଙ୍ଗରେ ମହାପ୍ରସାଦ ନେଇ ଘରକୁ ଯାଇପାରିବେ ଭକ୍ତ। ମାଗଣା ମହାପ୍ରସାଦ କୁଡୁଆ ଯୋଗାଇବାକୁ ଯୋଜନା ଚାଲିଛି ବୋଲି…
ରାଜ୍ୟ ରଥଯାତ୍ରା ୨୦୨୪: ଜୁଲାଇ ୭ ସନ୍ଧ୍ୟା ୫ଟାରେ ଟଣାହେବ ରଥ June 24, 2024 Nirvay ଶେଷ ହୋଇଛି ନୀତି ସବ୍ କମିଟି ଓ ଛତିଶା ନିଯୋଗର ଯୁଗ୍ମ ଗୁରୁତ୍ୱପୂର୍ଣ୍ଣ ବୈଠକ। ବୈଠକରେ ରଥଯାତ୍ରାରୁ ନୀଳାଦ୍ରିବିଜେ ପର୍ଯ୍ୟନ୍ତ ନୀତିନିର୍ଘଣ୍ଟ ଚୂଡାନ୍ତ ହୋଇଛି। ଜୁଲାଇ ୭ ତାରିଖରେ ଅନୁଷ୍ଠିତ ରଥଯାତ୍ରାରେ ଅପରାହ୍ନ ୫ଟାରେ ରଥଟଣା ହେବ ବୋଲି ନୀତିନିର୍ଘଣ୍ଟ କରାଯାଇଛି।…