Tag: Jagannath

Ratha Jatra: ପହଣ୍ଡି ବିଜେ କଲେ ଜଗତର ନାଥ ଜଗନ୍ନାଥ

ଶ୍ରୀକ୍ଷେତ୍ର ପୁରୀରେ ଆରମ୍ଭ ହୋଇଛି ବିଶ୍ୱପ୍ରସିଦ୍ଧ ରଥଯାତ୍ରା। ରତ୍ନବେଦୀ ଛାଡ଼ି ଜନ୍ମବେଦୀକୁ ଯିବେ କାଳିଆ ସାଆନ୍ତ । ପ୍ରଥମେ ଚକ୍ରରାଜ ସୁଦର୍ଶନଙ୍କୁ ମା ସୁଭଦ୍ରାଙ୍କ ‘ଦେବଦଳନ’ ରଥରେ ସ୍ଥାପନା କରିବା ପରେ ବଡ଼ଠାକୁର ଶ୍ରୀ ବଳଦେବଙ୍କୁ ପହଣ୍ଡିରେ ଶ୍ରୀମନ୍ଦିରରୁ ରଥାରୁଢ଼ ପାଇଁ…

ଫେରିବ ମହାପ୍ରଭୁଙ୍କ ଭୂସଂପତ୍ତି: ପୃଥ୍ୱୀରାଜ ହରିଚନ୍ଦନ

ଖୁବ ଶୀଘ୍ର ଫେରିବ ମହାପ୍ରଭୁଙ୍କ ଭୂ-ସମ୍ପତ୍ତି । ମହାପ୍ରଭୁଙ୍କ ଭୂ-ସମ୍ପତ୍ତି ଫେରାଇ ଆଣିବାକୁ ରାଜ୍ୟ ସରକାର ପ୍ରକ୍ରିୟା ଆରମ୍ଭ କରିଛନ୍ତି ବୋଲି କହିଛନ୍ତି ଆଇନ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ । ସେ କହିଛନ୍ତି ରାଜ୍ୟ ଓ ରାଜ୍ୟ ବାହାରେ ଥିବା ସଂପତ୍ତି…