Tag: Jagatguru Sankaracharjya

ଶଙ୍କରାଚାର୍ଯ୍ୟଙ୍କୁ ସମ୍ମାନ: ନବୀନ ଦେଲେନି, ମୋହନ ଦେଲେ

ପବିତ୍ର ରଥଯାତ୍ରା ଅବସରରେ ପୁରୀ ଗୋବର୍ଦ୍ଧନ ପୀଠର ଜଗତଗୁରୁ ଶଙ୍କରାଚାର୍ଯ୍ୟ ନିଶ୍ଚଳାନନ୍ଦ ସରସ୍ବତୀ ସାମିଲ ହୋଇ ମହାବାହୁଙ୍କ ସାନିଧ୍ୟ ଲାଭ କରିଥିଲେ। ପୁରୀରେ ଥିବା ବେଳେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ମଧ୍ୟ ଜଗତଗୁରୁ ଶଙ୍କରାଚାର୍ଯ୍ୟଙ୍କୁ ସାକ୍ଷାତ କରି ଆଶୀର୍ବାଦ ନେଇଥିଲେ।…