ତାଜା ଖବର ରାଜ୍ୟ Jagatpur Blast: ଜଗତପୁରରେ ବାଣ ବିସ୍ଫୋରଣ ଘଟଣା; ୩ ମୃତ February 20, 2026 Papirani କଟକ ଜଗତପୁର ପାଗାରେ ବାଣ ବିସ୍ଫୋରଣ ଘଟଣାରେ ମୃତ୍ୟୁ ସଂଖ୍ୟା ୩କୁ ବୃଦ୍ଧି ପାଇଛି। SCBରେ ଚିକିତ୍ସାଧୀନ ଅବସ୍ଥାରେ ଆଜି ଆଉ ଜଣଙ୍କର ମୃତ୍ୟୁ ହୋଇଛି। ଗତକାଲି ବିସ୍ଫୋରଣରେ ମାଆ ଓ କୁନି ଝିଅର ମୃତ୍ୟୁ ହୋଇଥିଲା ବେଳେ ଆଜି ଆଉ…