ତାଜା ଖବର ରାଜ୍ୟ Odisha Courts Receive Bomb Threat Email: ରାଜ୍ୟର ୨ଟି ଜିଲ୍ଲା କୋର୍ଟକୁ ପୁଣି ବୋମା ଧମକ July 17, 2026 Papirani ରାଜ୍ୟର ଦୁଇଟି ଜିଲ୍ଲା କୋର୍ଟକୁ ମିଳିଲା ବୋମା ଧମକ । ଜଗତସିଂହପୁର ଓ ଝାରସୁଗୁଡ଼ା କୋର୍ଟକୁ ବୋମାରେ ଉଡ଼ାଇ ଦେବାକୁ ମିଳିଛି ଧମକ । ଅଜଣା ବ୍ୟକ୍ତିଙ୍କ ପକ୍ଷରୁ ଇ-ମେଲ୍ ଯୋଗେ ବୋମାରେ ଉଡ଼ାଇ ଦେବାକୁ ଧମକ ଦିଆଯାଇଛି । ଧମକପୂର୍ଣ୍ଣ…