ରାଜ୍ୟ Vigilance Raid: ଫରେଷ୍ଟ ରେଞ୍ଜରଙ୍କ ଘରେ ଭିଜିଲାନ୍ସ ଚଢ଼ାଉ December 20, 2025 Nirvay ଜଗତସିଂହପୁର ଜିଲ୍ଲା ରାହାମା ଫରେଷ୍ଟ ରେଞ୍ଜର ରାଜେନ୍ଦ୍ର ସାମନ୍ତରାୟଙ୍କ ଘରେ ଭିଜିଲାନ୍ସ ଚଢ଼ାଉ ହୋଇଛି । ଆୟ ବର୍ହିଭୂତ ସଂପତ୍ତି ଠୁଳ ଅଭିଯୋଗରେ ଏକକାଳୀନ ସଦର ଥାନା ଚାଟରା ସ୍ଥିତ ଘର ସମେତ ୫ଟି ସ୍ଥାନରେ ଚଢ଼ାଉ ହୋଇଛି । କଟକ…