ତାଜା ଖବର ରାଜ୍ୟ Odisha Hikes Jail Uniform Allowance: ଜେଲ୍ କର୍ମଚାରୀ ଓ ଅଧିକାରୀମାନଙ୍କ ପୋଷାକ ଭତ୍ତା ୨ ଗୁଣ ବୃଦ୍ଧି August 20, 2026 Papirani ରାଜ୍ୟ ସରକାର ଜେଲ୍ ସଂଗଠନର ଅଧିକାରୀ ଓ କର୍ମଚାରୀମାନଙ୍କର ଭତ୍ତା ବୃଦ୍ଧି କରିଛନ୍ତି । ଏ ସମ୍ପର୍କିତ ଏକ ପ୍ରସ୍ତାବକୁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଅନୁମୋଦନ କରିଛନ୍ତି । ମୁଖ୍ୟମନ୍ତ୍ରୀଙ୍କ ଅନୁମୋଦନ ଅନୁଯାୟୀ ଜେଲ୍ କର୍ମଚାରୀ ଓ ଅଧିକାରୀମାନଙ୍କ ବାର୍ଷିକ…