Tag: Jajpur

ବ୍ୟାସନଗରରେ ଫାଷ୍ଟଫୁଡ୍‌ ବନ୍ଦ

ମାଡୁଛି ହଇଜା । ଏହାକୁ ଦୃଷ୍ଟିରେ ରଖି ଯାଜପୁର ବ୍ୟାସନଗର ଅଞ୍ଚଳରେ ଫାଷ୍ଟଫୁଡ୍‌ ବନ୍ଦ । ଚାଟ୍, ଗୁପ୍‌ଚୁପ୍‌, ଜଳଖିଆ ଦୋକାନ ବନ୍ଦ ରଖିବାକୁ ନିର୍ଦ୍ଦେଶ । ହୋଟେଲ୍‌ଗୁଡ଼ିକୁ ସ୍ବଚ୍ଛତା ରଖିବାକୁ ପ୍ରଶାସନର ନିର୍ଦ୍ଦେଶ ଜାରି କରାଯାଇଛି । ଏହି ନିଷ୍ପତ୍ତି…

ଯାଜପୁର ବିଞ୍ଝାରପୁରରେ ସମସ୍ତ ଢାବା ଓ ଫାଷ୍ଟଫୁଡ୍‌ ବନ୍ଦ ନିର୍ଦ୍ଦେଶ

ଯାଜପୁର ଜିଲ୍ଲାର ବିଭିନ୍ନ ସ୍ଥାନରେ ଦିନକୁ ଦିନ ବ୍ୟାପିଛି ଡାଇରିଆ। ଏହାକୁ ଦୃଷ୍ଟିରେ ରଖି ଯାଜପୁର ଜିଲ୍ଲା ବିଞ୍ଝାରପୁରରେ ୨ ସପ୍ତାହ ପାଇଁ ସମସ୍ତ ଢାବା ଓ ଫାଷ୍ଟଫୁଡ୍‌ ବନ୍ଦ ନିର୍ଦ୍ଦେଶ ଦିଆଯାଇଛି । ଚାଟ୍, ଗୁପ୍‌ଚୁପ୍‌, ଆଇସ୍‌କ୍ରିମ୍ ଫ୍ୟାକ୍ଟ୍ରି ବନ୍ଦ…

ଯାଜପୁର ଏବଂ କେନ୍ଦୁଝର ଜିଲ୍ଲାରେ ଘାରିଲାଣି ଝାଡ଼ାବାନ୍ତି ଡର; ଆକ୍ସନ ମୋଡରେ ମୁଖ୍ୟମନ୍ତ୍ରୀ

ଯାଜପୁର ଏବଂ କେନ୍ଦୁଝର ଜିଲ୍ଲାର କିଛି ଅଞ୍ଚଳରେ ଝାଡାବାନ୍ତି ବ୍ଯାପି ଥିବାର ଖବର ଆସିବା ମାତ୍ରେ ମାନ୍ୟବର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ତୁରନ୍ତ ଜିଲ୍ଲା ସ୍ୱାସ୍ଥ୍ୟ ଅଧିକାରୀ ତଥା ସ୍ୱାସ୍ଥ୍ୟ ବିଭାଗର ବରିଷ୍ଠ ଅଧିକାରୀଙ୍କୁ ଆବଶ୍ୟକ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବା…

ରଜ ପର୍ବରେ ଯାଜପୁରରେ ଭୋଜି ମନା, କଲେରା ଚିହ୍ନଟ ଯୋଗୁଁ ଜିଲ୍ଲା ପ୍ରଶାସନର ପରାମର୍ଶ

ରଜ ପର୍ବରେ ଯାଜପୁର ଜିଲ୍ଲାରେ ଭୋଜିକୁ ବାରଣ । ଜିଲ୍ଲାରେ କଲେରା ଚିହ୍ନଟ ଯୋଗୁଁ ଜିଲ୍ଲା ପ୍ରଶାସନର ପରାମର୍ଶ ଦେଇଥିବା ଜଣାପଡ଼ିଛି। ରଜ ପର୍ବରେ ସାମୁହିକ ସମାବେଶ ବେଳେ ଭୋଜିକୁ ଜିଲ୍ଲା ପ୍ରଶାସନ ପକ୍ଷରୁ ବାରଣ କରାଯାଇଛି । ଜିଲ୍ଲାରେ ୮…

ଯାଜପୁରରେ କଲେରା ପଜିଟିଭ ଚିହ୍ନଟ 

ଦିନକୁ ଦିନ ଆକ୍ରାନ୍ତଙ୍କ ସଂଖ୍ୟା ବଢ଼ିବାରେ ଲାଗିଛି । ପୁଣି କଲେରା ପଜିଟିଭ୍‌ ଚିହ୍ନଟ ରୋଗୀମାନଙ୍କ ଚିନ୍ତାର ବିଷୟ ପାଲଟିଛି । ଝାଡ଼ାବାନ୍ତି ଆକ୍ରାନ୍ତ ପରେ ଏବେ ଯାଜପୁରରେ କଲେରା ପଜିଟିଭ୍ ଚିନ୍ତା ବଢ଼ାଇଲାଣି । ଯାଜପୁରରେ ଝାଡ଼ାବାନ୍ତି ନେଇ ସ୍ବତନ୍ତ୍ର…

ମହିଳା ଅତ୍ୟାଚାର ବିରୋଧରେ ଯାଜପୁର ଠାରେ ବିଜେଡିର ବିଶାଳ ମହିଳା ଜନ ସମାବେଶ

ରାଜ୍ୟରେ ଗତ ଏକ ବର୍ଷରେ ମହିଳା ମାନଙ୍କୁ ସୁରକ୍ଷା ପ୍ରଦାନରେ ସରକାରଙ୍କ ବିଫଳତାକୁ ନେଇ ଯାଜପୁର ଠାରେ ଏକ ବିଶାଳ ମହିଳା ଜନ ଜାଗରଣ ଅଭିଯାନରେ ଆଜି ବିଜୁ ଜନତା ଦଳ ବିଜେପି ସରକାରଙ୍କ ଉପରେ ବର୍ଷିଛି । ରାଜ୍ୟରେ ବିଜେପି…

ଡାଇରିଆ ପାଇଁ ଯାଜପୁର ଜିଲ୍ଲାରେ ଛୁଟି ବାତିଲ୍

ଡାଇରିଆ ଆତଙ୍କ ପରେ ଯାଜପୁର ଜିଲ୍ଲାରେ ଛୁଟି ବାତିଲ୍‌ । ଯାଜପୁରରେ ଝାଡାବାନ୍ତି ସ୍ଥିତି ଅଣାୟତ । ଜିଲ୍ଲାରେ ଗତ କିଛି ଦିନ ଧରି ବ୍ୟାପୁଥିବା ଡାଇରିଆ ଏବେ ମହାମାରୀର ରୂପ ନେଲାଣି । ଏହାକୁ ନଜରରେ ରଖି କାଲିଠୁ ୧୬…

ଯାଜପୁରରେ ଝାଡ଼ାବାନ୍ତି ଆତଙ୍କ; ଦୁଇ ଶହରୁ ଅଧିକ ଆକ୍ରାନ୍ତ, ୨ ମୃତ

ଯାଜପୁର ଜିଲ୍ଲାରେ ଝାଡ଼ାବାନ୍ତି ଆତଙ୍କ । ଝାଡ଼ାବାନ୍ତିରେ ୨୦୦ରୁ ଅଧିକ ଆକ୍ରାନ୍ତ ହୋଇଥିବାବେଳେ ୨ ଜଣଙ୍କ ମୃତ୍ୟୁ ହୋଇଥିବା ଜଣାପଡିଛି । ବିଶେଷକରି ଯାଜପୁର ଜିଲ୍ଲାର ବ୍ୟାସନଗର ପୌରାଞ୍ଚଳ, ଦାନଗଦୀ, ଧର୍ମଶାଳା, ରସୁଲପୁର ଓ କୋରେଇ ବ୍ଲକର ବିଭିନ୍ନ ଅଞ୍ଚଳରେ ଝାଡ଼ାବାନ୍ତି…

କଳିଙ୍ଗନଗରଠାରେ ୧ ଲକ୍ଷ ୧୫ ହଜାର କୋଟି ଟଙ୍କାର ଶିଳ୍ପ ପ୍ରକଳ୍ପର ଭିତ୍ତିପ୍ରସ୍ତର ସ୍ଥାପନ ଓ ଉଦ୍‌ଘାଟନ କଲେ ମୁଖ୍ୟମନ୍ତ୍ରୀ

ଓଡିଶାର ସମୃଦ୍ଧ ଶିଳ୍ପ ଇତିହାସରେ ଆଉ ଏକ ସଫଳତାର ପୃଷ୍ଠା ଯୋଡି ହୋଇଛି । ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଆଜି ଯାଜପୁରର କଳିଙ୍ଗନଗର ଠାରେ ୧ ଲକ୍ଷ ୧୫ ହଜାର କୋଟି ଟଙ୍କାର ଶିଳ୍ପ ପ୍ରକଳ୍ପର ଭିତ୍ତିପ୍ରସ୍ତର ସ୍ଥାପନ ଓ…

ଧର୍ମଶାଳା ପୂର୍ବତନ ବିଧାୟକଙ୍କ ଗାଡ଼ି ଉପରେ ଆକ୍ରମଣ 

ଯାଜପୁରରେ ଦେଖିବାକୁ ମିଳିଛି ରାଜନୈତିକ ହିଂସା । ଧର୍ମଶାଳାରେ ବିଜେଡି ପୂର୍ବତନ ବିଧାୟକ ପ୍ରଣବ ବଳବନ୍ତରାୟଙ୍କ ଗାଡ଼ିକୁ ଆକ୍ରମଣ ଅଭିଯୋଗ । ଠେଙ୍ଗାରେ ପିଟି ଗାଡ଼ି ଭାଙ୍ଗିବାକୁ ଚେଷ୍ଟା କରାଯାଇଥିବା ଜଣାପଡିଛି। ଯାଜପୁର ଜିଲ୍ଲା ଧର୍ମଶାଳରେ ଚାଲିଥିବା ମା’ ହିଙ୍ଗୁଳା ଯଜ୍ଞରେ…