Tag: Jajpur

କୁସୁମାର ଆଲିସାନ ବଙ୍ଗଳାକୁ ନେଇ ତଦନ୍ତ ନିର୍ଦ୍ଦେଶ ଦେଲେ ଜିଲ୍ଲାପାଳ

କୁସୁମାର ଆଲିସାନ ବଙ୍ଗଳାକୁ ନେଇ ଯାଜପୁର ପୌରପାଳିକାକୁ ତଦନ୍ତ ନିର୍ଦ୍ଦେଶ ଦେଲେ ଜିଲ୍ଲାପାଳ । କିଏ, କାହିଁକି ଓ କେଉଁ ସଂସ୍ଥା ନିର୍ମାଣ କରିଛି ଜଣାଇବାକୁ ନିର୍ଦ୍ଦେଶ ଦିଆଯାଇଛି । କାମର ସ୍ୱଚ୍ଛତା ଓ ବୈଧତା ନେଇ ଜିଲ୍ଲାପାଳ ତଦନ୍ତ ନିର୍ଦ୍ଦେଶ…

ବଲେ ବଲେ ଢାବାରେ ଲାଗିଲା ତାଲା

ଯାଜପୁର ଜିଲ୍ଲା ଧର୍ମଶାଳା ଭବନ ପରିସର ଢାବାରେ ଲାଗିଲା ତାଲା। ବଲେ ବଲେ ଢାବାରେ ତାଲା ଲଗାଇଲା ଧର୍ମଶାଳା ବ୍ଲକ ପ୍ରଶାସନ। ୩ ଦିନ ମଧ୍ୟରେ ଉକ୍ତ ଢାବା ଖାଲି କରିବାକୁ ନିର୍ଦ୍ଦେଶ ଦିଆଯାଇଛି। ଜଣେ ବିଜେଡି ନେତ୍ରୀଙ୍କ ନାଁରେ ଢାବା…

ଯାଜପୁରର ୨ ଠିକାଦାରଙ୍କ ଘରେ ଜିଏସ୍‌ଟି ରେଡ୍‌

ଯାଜପୁର ଧର୍ମଶାଳା ଜାରକା ବଜାରରେ ଆୟକର ବିଭାଗର ଚଢ଼ାଉ । ୨ ଠିକାଦାରଙ୍କ ଘରେ କେନ୍ଦ୍ରୀୟ ଜିଏସଟି ବିଭାଗର ଚଢାଉ କରିଥିବା ସୂଚନା । ଟିକସ ଫାଙ୍କି ଅଭିଯୋଗରେ କେନ୍ଦ୍ରୀୟ ଜିଏସଟି ବିଭାଗର ଚଢାଉ ହୋଇଛି । ଜାରକା ବଜାରରେ ଥିବା…

ସିମେଣ୍ଟ ବୋଝେଇ ଟ୍ରକକୁ ଧକ୍କା ଦେଲା ବସ୍, ୨ ମୃତ ଓ ଅନେକ ଗୁରୁତର

ଯାଜପୁର ଜିଲ୍ଲା ବଡ଼ଚଣା ଥାନା ଅନ୍ତର୍ଗତ କଡ଼େଇ ଛକ ନିକଟରେ ସିମେଣ୍ଟ ବୋଝେଇ ଟ୍ରକକୁ ଧକ୍କା ଦେଲା ବସ୍ । ଦୁର୍ଘଟଣାରେ କଣ୍ତକ୍ଟର ଓ ଡ୍ରାଇଭରଙ୍କ ମୃତ୍ୟୁ ଘଟିଥିବା ବେଳେ ୧୩ ଜଣ ଆହତ ହୋଇଛନ୍ତି ଓ ୭ ଗୁରୁତର ଅଛନ୍ତି…

ପୁଣି ବିଜେପିକୁ ଫେରିଲେ ଧର୍ମଶାଳାର ବିଜୟୀ ସ୍ୱାଧୀନ ପ୍ରାର୍ଥୀ ହିମାଂଶୁ ଶେଖର ସାହୁ

ଚଳିତବର୍ଷ ନିର୍ବାଚନରେ ଧର୍ମଶାଳା ନିର୍ବାଚନ ମଣ୍ଡଳୀରେ ଜଣେ ସ୍ବାଧୀନ ପ୍ରାର୍ଥୀ ବାଜିମାତ କରିଛନ୍ତି। ଉଭୟ ବିଜେଡି ଏବଂ ଭାଜପାର ଛାମୁଆ ନେତାଙ୍କୁ ପଛରେ ପକେଇ ଧର୍ମଶାଳାରୁ ସ୍ୱାଧୀନ ଭାବେ ଜିତିଥିବା ହିମାଂଶୁ ଶେଖର ସାହୁ ଆଜି ବିଜେପିରେ ସାମିଲ ହୋଇଛନ୍ତି ।…

କଳାପଥର ମାଇନ୍ସରେ ଧସିଲା ମାଟି ଅତଡ଼ା; ଜଣେ ମୃତ,୩ଜଣ ଶ୍ରମିକ ନିଖୋଜ

ଯାଜପୁର ଜିଲ୍ଲା ଧର୍ମଶାଳା ତହସିଲ ଡଙ୍କାରି ପାହାଡ଼ର କଳାପଥର ମାଇନ୍ସରେ ମାଟି ଅତଡ଼ା ଧସିପଡ଼ିଛି । ପଥର ଖୋଳୁ ଖୋଳୁ ମାଟି ଅତଡ଼ା ଧସିପଡ଼ିବାରୁ ଚାପିହୋଇ ଘଟଣାସ୍ଥଳରେ ଜଣେ ଶ୍ରମିକଙ୍କର ମୃତ୍ୟୁ ହୋଇଥିବା ବେଳେ ଆଉ ୩ ଜଣଙ୍କ ପତ୍ତା ମିଳୁନଥିବା…

ରାଜଧାନୀରେ ଯାଜପୁରର ଜଣେ ଠିକାଦାରଙ୍କ ଗାଡ଼ିରୁ ଜବତ ହେଲା ୫କୋଟିରୁ ଅଧିକ ଟଙ୍କା

ଭୁବନେଶ୍ବର: ନିର୍ବାଚନ ସମୟରେ ଆୟକର ବିଭାଗ ଓ ପୁଲିସ ଅଧିକ ସକ୍ରିୟ ରହିଛନ୍ତି। ନିର୍ବାଚନ ପାଇଁ ସବୁଠି ଯାଞ୍ଚ କଡ଼ାକଡ଼ି ହେଉଥିବା ବେଳେ ରାଜଧାନୀ ଭୁବନେଶ୍ୱରରରୁ ଜବତ ହୋଇଛି ୫ କୋଟିରୁ ଅଧିକ ଟଙ୍କା। ଆୟଗର ବିଭାଗ ଗାଡ଼ି ଯାଞ୍ଚ ବେଳେ…

ଭାରସାମ୍ୟ ହରାଇ ଓଭରବ୍ରିଜରୁ ତଳକୁ ଖସିଲା ଯାତ୍ରୀବାହୀ ବସ୍; ୫ ମୃତ

ଯାଜପୁର: ଭାରସାମ୍ୟ ହରାଇ ଓଭରବ୍ରିଜରୁ ତଳକୁ ଖସିଲା ଯାତ୍ରୀବାହୀ ବସ୍ । ଯାଜପୁର ୧୬ ନଂ ଜାତୀୟ ରାଜପଥର କୁଆଖିଆ ଥାନା ବାରବାଟି ଛକ ନିକଟରେ ଓଲଟିଲା ଯାତ୍ରୀବାହୀ ବସ୍। ଦୁର୍ଘଟଣାରେ ୪୦ ଜଣ ଯାତ୍ରୀ ଆହତ ହୋଇଥିବା ବେଳେ ୫…