Tag: Jajpur

ଧର୍ମଶାଳା ବିଧାୟକଙ୍କୁ ଆକ୍ରମଣ ଘଟଣା କୁ ନେଇ ବିଜେଡି ନେତା ବବି ଦାସଙ୍କ ପ୍ରତିକ୍ରିୟା

ଯାଜପୁରରେ ଧର୍ମଶାଳା ବିଧାୟକଙ୍କ ଗାଡ଼ିକୁ ଆକ୍ରମଣ ଘଟଣା ନେଇ ବିଜେଡି ନେତା ପ୍ରଣବ ପ୍ରକାଶ ଦାସଙ୍କ ପ୍ରତିକ୍ରିୟା ରଖିଛନ୍ତି ଯେ, ଗଣତନ୍ତ୍ରରେ ହିଂସାର ସ୍ଥାନ ନାହିଁ, ମୁଁ ଏହି ଘଟଣା କୁ ନିନ୍ଦା କରୁଛି | ବିଧାୟକଙ୍କୁ ଆକ୍ରମଣରେ ସଂପୃକ୍ତଙ୍କୁ ଖୋଜି…

ଯାଜପୁରରେ ଧର୍ମଶାଳା ବିଧାୟକ ହିମାଂଶୁ ସାହୁ ଙ୍କୁ ଆକ୍ରମଣ ଅଭିଯୋଗ

ଯାଜପୁର ଧର୍ମଶାଳା ବିଧାୟକଙ୍କୁ ଆକ୍ରମଣ । ଧର୍ମଶାଳା ବିଧାୟକ ହିମାଂଶୁ ଶେଖର ସାହୁ (ଲିକୁ ସାହୁ)ଙ୍କୁ ଆକ୍ରମଣ ହୋଇଥିବା ସୂଚନା ମିଳିଛି । ଯାଜପୁର ବୁଢ଼ାଘାଟରେ ଆକ୍ରମଣ ହୋଇଥିବା ସୂଚନା ମିଳିଛି ।ବିଧାୟକ ଯାଉଥିବା ବେଳେ ତାଙ୍କ ଗାଡି ଅଟକାଇ ଠେଙ୍ଗାରେ…

ଯାଜପୁରର ଦୁର୍ଗା ମଣ୍ଡପରୁ ଲକ୍ଷାଧିକ ଟଙ୍କାର ସୁନା ଅଳଙ୍କାର ଲୁଟ୍

ସାରା ରାଜ୍ୟ ମାଆଙ୍କ ଆଗମନରେ ଉତ୍ସବମୁଖର ଥିବା ବେଳେ ଏବେ ଯାଜପୁରରୁ ସାମ୍ନାକୁ ଆସିଛି ମଣ୍ଡପରୁ ଚୋରି ହୋଇଥିବା ଘଟଣା। ମା’ ଜଗଦମ୍ବାଙ୍କୁ ବି ଛାଡ଼ିଲେନି ଦୁର୍ବୃତ । ଦୁର୍ଗାପୂଜା ମଣ୍ଡପରୁ ମା’ ଦୁର୍ଗାଙ୍କ ଅଳଙ୍କାର ଚୋରି କରି ଫେରାର୍ ହୋଇଛନ୍ତି…

ନାବାଳିକାକୁ ଉଦ୍ଧାର ପାଇଁ ଯାଇଥିବା ପୋଲିସକୁ ଆକ୍ରମଣ; ୭ ଆହତ

ନାବାଳିକାକୁ ଉଦ୍ଧାର ପାଇଁ ଯାଇଥିବା ପୋଲିସକୁ ଆକ୍ରମଣ ।ଯାଜପୁର ବଡ଼ଚଣାରେ ପୋଲିସ ଟିମ୍ ଉପରେ ଆକ୍ରମଣ ହୋଇଛି। ଆକ୍ରମଣରେ ଡେଲାଙ୍ଗ ଓ ବଡ଼ଚଣା ଥାନାର ୭ ଜଣ ପୋଲିସ ଆହତ ହୋଇଥିବା ଜଣାଯାଇଛି। ଡେଲାଙ୍ଗରୁ ଅପହରଣ ନାବାଳିକାକୁ ଉଦ୍ଧାର ପାଇଁ ଯାଇଥିବା…

ଯାଜପୁରରେ ହେବନାହିଁ ଉପନିର୍ବାଚନ; ସ୍ପଷ୍ଟ କଲେ ବିଧାୟିକା ସୁଜାତା ସାହୁ

ଗତକାଲି ଯାଜପୁରର ସଭ୍ୟ ସଂଗ୍ରହ ସଭାରେ ପ୍ରଣବ ପ୍ରକାଶ ଦାସ କହିଥିବା ନିର୍ବାଚନ ଲଢିବା ବୟାନକୁ ନେଇ ଏବେ ଚାରିଆଡେ ଚର୍ଚ୍ଚାର ବିଷୟ ପାଲଟିଥିବା ବେଳେ ଏହାର ସ୍ପଷ୍ଟିକରଣ ରଖିଛନ୍ତି ଯାଜପୁର ବିଧାୟିକା ସୁଜାତା ସାହୁ । ସେ କହିଛନ୍ତି ମୋର…

ବହୁଚର୍ଚ୍ଚିତ ସ୍ମିତାରାଣୀ ବିଶ୍ବାଳ ହତ୍ୟାକାଣ୍ଡ ରହସ୍ୟର ପର୍ଦ୍ଦାଫାସ ହେବ

ବହୁଚର୍ଚ୍ଚିତ ପିଇଓ ସ୍ମିତାରାଣୀ ବିଶ୍ବାଳ ହତ୍ୟାକାଣ୍ଡ ରହସ୍ୟର ପର୍ଦ୍ଦାଫାସ ହେବ। ଯାଜପୁର ଜିଲ୍ଳା ହରିଦାସପୁର ଗ୍ରାମ ପଞ୍ଚାୟତର ପିଇଓ ସ୍ମିତାରାଣୀ ବିଶ୍ବାଳଙ୍କ ହତ୍ୟାକାଣ୍ଡ ଘଟଣାର ପୁନଃ ତଦନ୍ତ ପାଇଁ ଦାବି ଉଠିଛି। ଏ ନେଇ ବିଜେପି ନେତାମାନେ ଆଜି ନୀଳକଣ୍ଠ ନଗରସ୍ଥିତ…

ଏକାଧିକ ମହିଳାଙ୍କୁ ବିବାହ କରି ଠକିଥିବା ଅଭିଯୁକ୍ତଙ୍କୁ ଧରିବା ପାଇଁ ମହିଳା ପୋଲିସ ସାଜିଥିଲେ ପ୍ରେମିକା

ରାଜ୍ୟ ଓ ରାଜ୍ୟ ବାହାରେ ଏକାଧିକ ଝିଅଙ୍କୁ ବିବାହ କରିଥିବା ରସିକିଆ ଅଭିଯୁକ୍ତକୁ ଗିରଫ ପାଇଁ ମହିଳା ପୋଲିସ ସାଜିଥିଲେ ପ୍ରେମିକା । କାରରେ ଲଙ୍ଗ ଡ୍ରାଇଭରେ ଯାଉଥିବାବେଳେ ବାଟରୁ ଅଭିଯୁକ୍ତଙ୍କୁ ଗିରଫ କରିଛି ପୁଲିସ । ସୂଚନା ମୁତାବକ, ଅଭିଯୁକ୍ତ…

ଯାଜପୁରର ବିଭିନ୍ନ ଖଣି ଖାଦାନ ଉପରେ ରାଜ୍ୟ ଖଣି ବିଭାଗର ଚଢ଼ାଉ

ଆଜି ଖଣି ଦୁର୍ନୀତି ଅଭିଯୋଗରେ ଯାଜପୁରର ଧର୍ମଶାଳାରେ ବିଭିନ୍ନ ଖଣି ଓ ପଥର ଖାଦାନା ଉପରେ ଏକ ବଡ଼ ଧରଣର ଚଢାଉ କରିଛି ରାଜ୍ଯ ଖଣି ବିଭାଗ। ପୂର୍ବ ବିଜେଡି ସରକାର ସମୟରେ ଖଣି କାରବାରରେ ଅନିୟମିତତା ହୋଇଥିବା ଧର୍ମଶାଳା ବିଧାୟକ…

ଭଙ୍ଗା ଯିବନି ବିବାଦୀୟ ବଲ୍ଲେ ବଲ୍ଲେ ଢାବା

ଭାଙ୍ଗିବନି ଯାଜପୁର ଜିଲ୍ଲା ଧର୍ମଶାଳାର ବିବାଦୀୟ ବଲ୍ଲେ ବଲ୍ଲେ ଢାବା । ସରକାରୀ ଅର୍ଥରେ ନିର୍ମାଣ ହୋଇଥିବାରୁ ଢାବା ଭଙ୍ଗାଯିବନି ବଲ୍ଲେ ବଲ୍ଲେ ଢାବା । ଏ ସମ୍ପର୍କରେ ସୂଚନା ଦେଲେ ଧର୍ମଶାଳା ବିଡିଓ । କ୍ୟାମେରା ସାମ୍ନାରେ ପ୍ରତିକ୍ରିୟା ରଖିନଥିଲେ…

ଯାଜପୁରର ରଥଦାଣ୍ଡରେ ହାତାହାତି ହେଲେ ଦୁଇ ସେବାୟତ ଗୋଷ୍ଠୀ

ଯାଜପୁରରେ ରଥଯାତ୍ରାରେ ଅଘଟଣ। ରଥଦାଣ୍ଡରେ ମହାପ୍ରଭୁଙ୍କ ପହଣ୍ଡି ଓ ଚାରମାଳ ଖୋଲିବାକୁ ନେଇ ହତାହାତି ହେଲେ ଦୁଇ ସେବାୟତ ଗୋଷ୍ଠୀ । ଏକ ଅଭାବନୀୟ ଘଟଣା ଘଟିଛି ଆସିଛି ଯାଜପୁର ଜିଲ୍ଲା ସୁକିନ୍ଦାରେ । ସୁକିନ୍ଦାରେ ରଥଟଣା ସରିବାପରେ ଠାକୁରଙ୍କୁ ରଥରୁ…