ରାଜ୍ୟ ଭାରସାମ୍ୟ ହରାଇ ଓଭରବ୍ରିଜରୁ ତଳକୁ ଖସିଲା ଯାତ୍ରୀବାହୀ ବସ୍; ୫ ମୃତ April 15, 2024 Nirvay ଯାଜପୁର: ଭାରସାମ୍ୟ ହରାଇ ଓଭରବ୍ରିଜରୁ ତଳକୁ ଖସିଲା ଯାତ୍ରୀବାହୀ ବସ୍ । ଯାଜପୁର ୧୬ ନଂ ଜାତୀୟ ରାଜପଥର କୁଆଖିଆ ଥାନା ବାରବାଟି ଛକ ନିକଟରେ ଓଲଟିଲା ଯାତ୍ରୀବାହୀ ବସ୍। ଦୁର୍ଘଟଣାରେ ୪୦ ଜଣ ଯାତ୍ରୀ ଆହତ ହୋଇଥିବା ବେଳେ ୫…