Tag: Jal Shakti Summit

Odisha Water Infrastructure Projects : କେନ୍ଦ୍ରୀୟ ଜଳ ଶକ୍ତି ସମ୍ମିଳନୀରେ ଓଡ଼ିଶାର ସଫଳତା ଉପସ୍ଥାପନ କଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ

ନୂଆଦିଲ୍ଲୀରେ ଆୟୋଜିତ କେନ୍ଦ୍ରୀୟ ଜଳ ଶକ୍ତି ସମ୍ମିଳନୀରେ ଯୋଗ ଦେଇ ଓଡ଼ିଶାର ଜଳ ଭିତ୍ତିଭୂମି ଓ ଜଳସେଚନ କ୍ଷେତ୍ରରେ ହୋଇଥିବା ଅଭୂତପୂର୍ବ ସଫଳତା ଉପସ୍ଥାପନ କରିଛନ୍ତି ମୁଖ୍ୟମନ୍ତ୍ରୀ। ରାଜ୍ୟରେ କୃଷି ଓ କୃଷକଙ୍କ ବିକାଶ ପାଇଁ ଜଳସେଚନ ବ୍ୟବସ୍ଥାକୁ ସୁଦୃଢ଼ କରାଯାଉଥିବା…