Tag: Jammu-Kashmir

ସୁରକ୍ଷାକର୍ମୀଙ୍କ ଏନକାଉଣ୍ଟରରେ ୨ ଆତଙ୍କୀ ନିହତ; ବିପୁଳ ବିପୁଳ ଅସ୍ତ୍ରଶସ୍ତ୍ର ଜବତ

ଜମ୍ମୁକଶ୍ମୀରରେ ଏନକାଉଣ୍ଟର। ଜମ୍ମୁ-କାଶ୍ମୀର ସୋପୋରରେ ସୁରକ୍ଷାକର୍ମୀ -ଆତଙ୍କବାଦୀଙ୍କ ମଧ୍ୟରେ ଗୁଳିବିନିମୟ ପରେ ସୁରକ୍ଷାକର୍ମୀଙ୍କ ଗୁଳିରେ ୨ ଆତଙ୍କବାଦୀ ନିହତ ହୋଇଛନ୍ତି। ସୋପୋରରେ ଆତଙ୍କୀ ଲୁଚିଥିବା ସନ୍ଦେହରେ ଚାଲିଥିଲା ଅପରେସନ୍ । ତେବେ ବର୍ତ୍ତମାନ ସର୍ଚ୍ଚ ଅପରେସନ ଜାରି ରହିଥିବା ବେଳେ ଅନେର…

ଜମ୍ମୁ-କାଶ୍ମୀରରେ ଓଡ଼ିଆ ଯବାନ ଶହୀଦ

ଜମ୍ମୁ କାଶ୍ମୀରରେ ଜଣେ ଓଡିଆ ଯବାନଙ୍କ ମୃତ୍ୟୁ ଘଟିଛି। ଶହୀଦ ଯବାନ ହେଲେ ବଲାଙ୍ଗୀର ଜିଲ୍ଲା ବଙ୍ଗୋମୁଣ୍ଡା ବ୍ଲକ ଜାମଖୁଣ୍ଟା ପଞ୍ଚାୟତ ଜାମପଡ଼ା ଗାଁ’ର କାଶୀ ବଛାଙ୍କ କନିଷ୍ଠ ପୁତ୍ର ଚକ୍ରଧର ବଛା । ଦୀର୍ଘ ସେ ଜମ୍ମୁ କାଶ୍ମୀର ବୋର୍ଡରରେ…

ଜମ୍ମୁ ଓ କାଶ୍ମୀରର ନୂଆ ମୁଖ୍ୟମନ୍ତ୍ରୀ ଭାବରେ ଶପଥ ନେଲେ ଓମାର ଅବଦୁଲ୍ଲା

କେନ୍ଦ୍ର ଶାସିତ ଅଞ୍ଚଳ ହେବା ପରେ ଜମ୍ମୁ ଓ କାଶ୍ମୀରର ପ୍ରଥମ ମୁଖ୍ୟମନ୍ତ୍ରୀ ଭାବରେ ଶପଥ ଗ୍ରହଣ କଲେ ଓମାର ଅବଦୁଲ୍ଲା। ଧାରା ୩୭୦ ଉ‌ଚ୍ଛେଦ ହେବା ପରଠାରୁ ଏହି ଅଞ୍ଚଳର ପ୍ରଥମ ବିଧାନସଭା ନିର୍ବାଚନରେ ତାଙ୍କ ନେସ୍‌ନାଲ୍‌ କନ୍‌ଫରେନ୍ସ ଦଳ…

ଦୁଇ ଯବାନଙ୍କୁ ଅପହରଣ କଲେ ଆତଙ୍କବାଦୀ

ଜମ୍ମୁ-କଶ୍ମୀରରେ ୨ ଯବାନଙ୍କୁ ଅପହରଣ କଲେ ଆତଙ୍କବାଦୀ । ଦୀର୍ଘ ୧୦ ବର୍ଷ ପରେ ଜାମ୍ମୁକାଶ୍ମୀରରେ ଅନୁଷ୍ଠିତ ହୋଇଛି ବିଧାନସଭା ନିର୍ବାଚନ । ଗତକାଲି ଭୋଟ ଗଣତି ଚାଲିଥିବା ବେଳେ ଆତଙ୍କ ଖେଳାଇଛନ୍ତି ଆତଙ୍କବାଦୀ । ଅନନ୍ତନାଗ ଜଙ୍ଗଲରେ ୨ ଯବାନଙ୍କୁ…

ଆର୍ମି ଗାଡ଼ି ଦୁର୍ଘଟଣାଗ୍ରସ୍ତ: ୩ ବିଏସଏଫ ଯବାନ ଶହୀଦ

ଜାମ୍ମୁ-କାଶ୍ମୀରରେ ନିର୍ବାଚନ ଡ୍ୟୁଟିରେ ଥିବା ଆର୍ମି ଗାଡ଼ି ଦୁର୍ଘଟଣାଗ୍ରସ୍ତ ହେବାରୁ ୩ ବିଏସଏଫ ଯବାନ ଶହୀଦ ହୋଇଛନ୍ତି। କାଶ୍ମୀରର ବଡ଼ଗମରେ ଏହି ଦୁର୍ଘଟଣା ଘଟିଛି। ଦ୍ୟୁତିରେ ଥିବା ବେଳେ ପାହାଡିଆ ରାସ୍ତାରେ ଏକ ବସ ଘାଇକୁ ଖସି ପଡିଥିଲା। ଏହି ବସ…

୨ ଆତଙ୍କବାଦୀ ନିହତ

ସୀମାରେ ଅନୁପ୍ରବେଶ ଉଦ୍ୟମ ବେଳେ ଭାରତୀୟ ଯବାନଙ୍କ ଗୁଳିରେ ୨ ଆଙ୍କବାଦୀ ନିହତ ହୋଇଛନ୍ତି । ଜାମ୍ମୁ-କାଶ୍ମୀରର ରଜୌରୀ ଜିଲ୍ଲା ଅନ୍ତର୍ଗତ ନୌସେରା ଅଞ୍ଚଳରେ ଗୁଳିବିନିମୟ ହୋଇଛି। ଜାମ୍ମୁ କାଶ୍ମୀରର ଏଲ୍‌ଓସି ନିକଟରେ ୨ଆତଙ୍କବାଦୀ ନିହତ ହୋଇଥିବା ସୂଚନା ମିଳିଛି। ପାକିସ୍ତାନରୁ…

ଜାମ୍ମୁ-କାଶ୍ମୀର ବିଧାନସଭା ନିର୍ବାଚନ ପାଇଁ ବିଜେପିର ୪୪ ଜଣିଆ ପ୍ରାର୍ଥୀ ତାଲିକା ଜାରି

ଜାମ୍ମୁ-କାଶ୍ମୀର ବିଧାନସଭା ନିର୍ବାଚନ ପାଇଁ ବିଜେପି ୪୪ ଜଣିଆ ପ୍ରାର୍ଥୀ ତାଲିକା ଜାରି କରିଛି । ପ୍ରଥମ ପର୍ଯ୍ୟାୟ ପାଇଁ ୧୫, ଦ୍ୱିତୀୟ ପର୍ଯ୍ୟାୟ ପାଇଁ ୧୦ ଜଣିଆ ପ୍ରାର୍ଥୀ ଓ ତୃତୀୟ ପର୍ଯ୍ୟାୟ ନିର୍ବାଚନ ପାଇଁ ୧୯ ଜଣିଆ ପ୍ରାର୍ଥୀ…

ଜାମୁ କାଶ୍ମୀରରେ ଆତଙ୍କବାଦୀଙ୍କ ହମଲା; ଜଣେ ଯବାନ ସହିଦ 

ଜମ୍ମୁ ଓ କଶ୍ମୀରର ଉଦ୍ଧମପୁର ଜିଲ୍ଲାର ଡୁଡୁ ଅଞ୍ଚଳରେ ସୁରକ୍ଷାକର୍ମୀ ଓ ଆତଙ୍କବାଦୀଙ୍କ ମଧ୍ୟରେ ହୋଇଥିବା ଗୁଳିବିନିମୟରେ ଆତଙ୍କବାଦୀଙ୍କ ଗୁଳିରେ ସିଆରପିଏଫର ଜଣେ ଇନ୍ସପେକ୍ଟର ସହିଦ ହୋଇଛନ୍ତି। ସୂଚନା ମୁତାବକ; ଡୁଡୁ ପୁଲିସ୍ ଷ୍ଟେସନଠାରୁ ପ୍ରାୟ ୮ କିଲୋମିଟର ଦୂରରେ ସିଆରପିଏଫର…

ଜମ୍ମୁ-କାଶ୍ମୀର ଓ ହରିୟାଣାରେ ବିଧାନସଭା ନିର୍ବାଚନ ତାରିଖ ଘୋଷଣା; ୧୦ ବର୍ଷ ପରେ ହେବ ନିର୍ବାଚନ

ଜମ୍ମୁ-କାଶ୍ମୀର ଓ ହରିୟାଣାରେ ବିଧାନସଭା ନିର୍ବାଚନ ପାଇଁ ଆଜି ଘୋଷଣା ହେଲା ତାରିଖ । ନିର୍ବାଚନ ଆୟୋଗ ପକ୍ଷରୁ ତାରିଖ ଘୋଷଣା କରାଯାଇଛି । ଜାମ୍ମୁ କାଶ୍ମୀରରେ ୧୦ ବର୍ଷ ପରେ ବିଧାନସଭା ନିର୍ବାଚନ ହେବାକୁ ଯାଉଛି । ଶେଷ ଥର…

ଆତଙ୍କବାଦୀ ଆକ୍ରମଣରେ ୪୮ ରାଷ୍ଟ୍ରୀୟ ରାଇଫଲର କ୍ୟାପଟେନ ସହିଦ

ଜମ୍ମୁ-କଶ୍ମୀରର ଡୋଡା ଜିଲ୍ଲାରେ ଚାଲିଥିବା ଆତଙ୍କବାଦୀଙ୍କ ସହ ଏନକାଉଣ୍ଟରରେ ୪୮ ରାଷ୍ଟ୍ରୀୟ ରାଇଫଲର କ୍ୟାପଟେନଙ୍କ ମୃତ୍ୟୁ ହୋଇଛି। ସହିଦ ଆର୍ମି କ୍ୟାପ୍ଟେନ ହେଲେ କ୍ୟାପ୍ଟେନ ଦୀପକ ସିଂହ । ଏହି ଏନକାଉଣ୍ଟର ସମୟରେ ଜଣେ ସାଧାରଣ ନାଗରିକ ମଧ୍ୟ ଆହତ ହୋଇଥିବା…