Tag: Jammu-Kashmir

ଜମ୍ମୁ-କାଶ୍ମୀର ଓ ହରିୟାଣାରେ ବିଧାନସଭା ନିର୍ବାଚନ ତାରିଖ ଘୋଷଣା; ୧୦ ବର୍ଷ ପରେ ହେବ ନିର୍ବାଚନ

ଜମ୍ମୁ-କାଶ୍ମୀର ଓ ହରିୟାଣାରେ ବିଧାନସଭା ନିର୍ବାଚନ ପାଇଁ ଆଜି ଘୋଷଣା ହେଲା ତାରିଖ । ନିର୍ବାଚନ ଆୟୋଗ ପକ୍ଷରୁ ତାରିଖ ଘୋଷଣା କରାଯାଇଛି । ଜାମ୍ମୁ କାଶ୍ମୀରରେ ୧୦ ବର୍ଷ ପରେ ବିଧାନସଭା ନିର୍ବାଚନ ହେବାକୁ ଯାଉଛି । ଶେଷ ଥର…

ଆତଙ୍କବାଦୀ ଆକ୍ରମଣରେ ୪୮ ରାଷ୍ଟ୍ରୀୟ ରାଇଫଲର କ୍ୟାପଟେନ ସହିଦ

ଜମ୍ମୁ-କଶ୍ମୀରର ଡୋଡା ଜିଲ୍ଲାରେ ଚାଲିଥିବା ଆତଙ୍କବାଦୀଙ୍କ ସହ ଏନକାଉଣ୍ଟରରେ ୪୮ ରାଷ୍ଟ୍ରୀୟ ରାଇଫଲର କ୍ୟାପଟେନଙ୍କ ମୃତ୍ୟୁ ହୋଇଛି। ସହିଦ ଆର୍ମି କ୍ୟାପ୍ଟେନ ହେଲେ କ୍ୟାପ୍ଟେନ ଦୀପକ ସିଂହ । ଏହି ଏନକାଉଣ୍ଟର ସମୟରେ ଜଣେ ସାଧାରଣ ନାଗରିକ ମଧ୍ୟ ଆହତ ହୋଇଥିବା…

ଜାମ୍ମୁକାଶ୍ମୀର ଡିଜିପି ହେଲେ ଓଡ଼ିଶାର ରଶ୍ମୀରଂଜନ ସ୍ବାଇଁ

ଜାମ୍ମୁକାଶ୍ମୀର ଡିଜିପି ହେଲେ ଓଡ଼ିଶାର ରଶ୍ମୀରଂଜନ ସ୍ବାଇଁଓଡ଼ିଆ ବରିଷ୍ଠ ଆଇପିଏସ୍ ଅଧିକାରୀ ରଶ୍ମୀରଞ୍ଜନ ସ୍ୱାଇଁଙ୍କୁ ମିଳିଲା ନୂଆ ଦାୟିତ୍ଵ । ତାଙ୍କୁ ଜାମ୍ମୁକାଶ୍ମୀରର ନୂଆ ଡିଜିପି ଭାବେ ନିଯୁକ୍ତି ମିଳିଥିବା ସୂଚନା ମିଳିଛି । ଏଜିଏମୟୁଟି କ୍ୟାଡରର ଓଡ଼ିଆ ଆଇପିଏସ୍‌ ରଶ୍ମୀରଂଜନ…

ଜମ୍ମୁ କାଶ୍ମୀରରେ ମୁତୟନ ହେବେ ଓଡ଼ିଶାର ୨୦୦୦ ବିଏସଏଫ୍ ଯବାନ

ଓଡ଼ିଶାର କୋରାପୁଟ ଓ ମାଲକାନଗିରି ଅଞ୍ଚଳରେ ମୁତୟନ ପ୍ରାୟ ୨୦୦୦ ବିଏସଏଫ୍ ଯବାନଙ୍କୁ ଜମ୍ମୁ କାଶ୍ମୀର ଅଞ୍ଚଳରେ ମୁତୟନ କରାଯିବ। ଭାରତ ପାକ ସୀମାରେ ସୁରକ୍ଷା ବ୍ୟବସ୍ଥା ବୃଦ୍ଧି ପାଇଁ ସେନା ବାହିନୀ ଏଭଳି ନିଷ୍ପତ୍ତି ନେଇଛି। ପାକିସ୍ତାନ ପଟୁ ଆତଙ୍କବାଦୀ…

ଜମ୍ମୁ-କାଶ୍ମୀର ଡୋଡାରେ ସୁରକ୍ଷାକର୍ମୀ-ଆତଙ୍କବାଦୀ ଗୁଳି ବିନିମୟ; ୪ ଯବାନ ସହିଦ

ଜମ୍ମୁ-କାଶ୍ମୀର ଡୋଡାରେ ଏନକାଉଣ୍ଟର । ସୋମବାର ଜମ୍ମୁ- କଶ୍ମୀରର ଡୋଡାରେ ଆତଙ୍କବାଦୀଙ୍କ ସହ ଗୁଳି ବିନିମୟରେ ୪ ଯବାନ ସହିଦ ହୋଇଛନ୍ତି। ଗୁଳି ବିନିମୟରେ ଜଣେ ସେନା ଅଧିକାରୀଙ୍କ ସମେତ ୩ ଜଣ ସୁରକ୍ଷା କର୍ମୀ ସହିଦ ହୋଇଛନ୍ତି । ଆଉ…

ଆତଙ୍କବାଦୀ ଆକ୍ରମଣରେ ୪ ଯବାନ ସହିଦ

ଜମ୍ମୁ-କଶ୍ମୀରର କଠୁଆ ଜିଲ୍ଲାରେ ସେନା ଉପରେ ଏକ ବଡ଼ ଧରଣର ଆତଙ୍କବାଦୀ ଆକ୍ରମଣ ହୋଇଛି । ଏହି ଆକ୍ରମଣରେ ୪ ଯବାନ ସହିଦ ହୋଇଥିବା ବେଳେ ୬ ଜଣ ଗୁରୁତର ହୋଇଥିବା ଜଣାଯାଇଛି । ସୂଚନା ଅନୁସାରେ, କଠୁଆ ସହରଠାରୁ ୧୫୦…