ତାଜା ଖବର ଦେଶ ଆର୍ମି ଗାଡ଼ି ଦୁର୍ଘଟଣାଗ୍ରସ୍ତ: ୩ ବିଏସଏଫ ଯବାନ ଶହୀଦ September 20, 2024 Nirvay ଜାମ୍ମୁ-କାଶ୍ମୀରରେ ନିର୍ବାଚନ ଡ୍ୟୁଟିରେ ଥିବା ଆର୍ମି ଗାଡ଼ି ଦୁର୍ଘଟଣାଗ୍ରସ୍ତ ହେବାରୁ ୩ ବିଏସଏଫ ଯବାନ ଶହୀଦ ହୋଇଛନ୍ତି। କାଶ୍ମୀରର ବଡ଼ଗମରେ ଏହି ଦୁର୍ଘଟଣା ଘଟିଛି। ଦ୍ୟୁତିରେ ଥିବା ବେଳେ ପାହାଡିଆ ରାସ୍ତାରେ ଏକ ବସ ଘାଇକୁ ଖସି ପଡିଥିଲା। ଏହି ବସ…
ତାଜା ଖବର ଦେଶ ୨ ଆତଙ୍କବାଦୀ ନିହତ September 9, 2024 Nirvay ସୀମାରେ ଅନୁପ୍ରବେଶ ଉଦ୍ୟମ ବେଳେ ଭାରତୀୟ ଯବାନଙ୍କ ଗୁଳିରେ ୨ ଆଙ୍କବାଦୀ ନିହତ ହୋଇଛନ୍ତି । ଜାମ୍ମୁ-କାଶ୍ମୀରର ରଜୌରୀ ଜିଲ୍ଲା ଅନ୍ତର୍ଗତ ନୌସେରା ଅଞ୍ଚଳରେ ଗୁଳିବିନିମୟ ହୋଇଛି। ଜାମ୍ମୁ କାଶ୍ମୀରର ଏଲ୍ଓସି ନିକଟରେ ୨ଆତଙ୍କବାଦୀ ନିହତ ହୋଇଥିବା ସୂଚନା ମିଳିଛି। ପାକିସ୍ତାନରୁ…
ତାଜା ଖବର ଦେଶ ରାଜନୀତି ଜାମ୍ମୁ-କାଶ୍ମୀର ବିଧାନସଭା ନିର୍ବାଚନ ପାଇଁ ବିଜେପିର ୪୪ ଜଣିଆ ପ୍ରାର୍ଥୀ ତାଲିକା ଜାରି August 26, 2024 Nirvay ଜାମ୍ମୁ-କାଶ୍ମୀର ବିଧାନସଭା ନିର୍ବାଚନ ପାଇଁ ବିଜେପି ୪୪ ଜଣିଆ ପ୍ରାର୍ଥୀ ତାଲିକା ଜାରି କରିଛି । ପ୍ରଥମ ପର୍ଯ୍ୟାୟ ପାଇଁ ୧୫, ଦ୍ୱିତୀୟ ପର୍ଯ୍ୟାୟ ପାଇଁ ୧୦ ଜଣିଆ ପ୍ରାର୍ଥୀ ଓ ତୃତୀୟ ପର୍ଯ୍ୟାୟ ନିର୍ବାଚନ ପାଇଁ ୧୯ ଜଣିଆ ପ୍ରାର୍ଥୀ…
ତାଜା ଖବର ଦେଶ ଜାମୁ କାଶ୍ମୀରରେ ଆତଙ୍କବାଦୀଙ୍କ ହମଲା; ଜଣେ ଯବାନ ସହିଦ August 19, 2024 Papirani ଜମ୍ମୁ ଓ କଶ୍ମୀରର ଉଦ୍ଧମପୁର ଜିଲ୍ଲାର ଡୁଡୁ ଅଞ୍ଚଳରେ ସୁରକ୍ଷାକର୍ମୀ ଓ ଆତଙ୍କବାଦୀଙ୍କ ମଧ୍ୟରେ ହୋଇଥିବା ଗୁଳିବିନିମୟରେ ଆତଙ୍କବାଦୀଙ୍କ ଗୁଳିରେ ସିଆରପିଏଫର ଜଣେ ଇନ୍ସପେକ୍ଟର ସହିଦ ହୋଇଛନ୍ତି। ସୂଚନା ମୁତାବକ; ଡୁଡୁ ପୁଲିସ୍ ଷ୍ଟେସନଠାରୁ ପ୍ରାୟ ୮ କିଲୋମିଟର ଦୂରରେ ସିଆରପିଏଫର…
ତାଜା ଖବର ଦେଶ ରାଜନୀତି ଜମ୍ମୁ-କାଶ୍ମୀର ଓ ହରିୟାଣାରେ ବିଧାନସଭା ନିର୍ବାଚନ ତାରିଖ ଘୋଷଣା; ୧୦ ବର୍ଷ ପରେ ହେବ ନିର୍ବାଚନ August 16, 2024 Papirani ଜମ୍ମୁ-କାଶ୍ମୀର ଓ ହରିୟାଣାରେ ବିଧାନସଭା ନିର୍ବାଚନ ପାଇଁ ଆଜି ଘୋଷଣା ହେଲା ତାରିଖ । ନିର୍ବାଚନ ଆୟୋଗ ପକ୍ଷରୁ ତାରିଖ ଘୋଷଣା କରାଯାଇଛି । ଜାମ୍ମୁ କାଶ୍ମୀରରେ ୧୦ ବର୍ଷ ପରେ ବିଧାନସଭା ନିର୍ବାଚନ ହେବାକୁ ଯାଉଛି । ଶେଷ ଥର…
ତାଜା ଖବର ଦେଶ ଆତଙ୍କବାଦୀ ଆକ୍ରମଣରେ ୪୮ ରାଷ୍ଟ୍ରୀୟ ରାଇଫଲର କ୍ୟାପଟେନ ସହିଦ August 14, 2024 Papirani ଜମ୍ମୁ-କଶ୍ମୀରର ଡୋଡା ଜିଲ୍ଲାରେ ଚାଲିଥିବା ଆତଙ୍କବାଦୀଙ୍କ ସହ ଏନକାଉଣ୍ଟରରେ ୪୮ ରାଷ୍ଟ୍ରୀୟ ରାଇଫଲର କ୍ୟାପଟେନଙ୍କ ମୃତ୍ୟୁ ହୋଇଛି। ସହିଦ ଆର୍ମି କ୍ୟାପ୍ଟେନ ହେଲେ କ୍ୟାପ୍ଟେନ ଦୀପକ ସିଂହ । ଏହି ଏନକାଉଣ୍ଟର ସମୟରେ ଜଣେ ସାଧାରଣ ନାଗରିକ ମଧ୍ୟ ଆହତ ହୋଇଥିବା…
ତାଜା ଖବର ଦେଶ ରାଜ୍ୟ ଜାମ୍ମୁକାଶ୍ମୀର ଡିଜିପି ହେଲେ ଓଡ଼ିଶାର ରଶ୍ମୀରଂଜନ ସ୍ବାଇଁ August 7, 2024 Papirani ଜାମ୍ମୁକାଶ୍ମୀର ଡିଜିପି ହେଲେ ଓଡ଼ିଶାର ରଶ୍ମୀରଂଜନ ସ୍ବାଇଁଓଡ଼ିଆ ବରିଷ୍ଠ ଆଇପିଏସ୍ ଅଧିକାରୀ ରଶ୍ମୀରଞ୍ଜନ ସ୍ୱାଇଁଙ୍କୁ ମିଳିଲା ନୂଆ ଦାୟିତ୍ଵ । ତାଙ୍କୁ ଜାମ୍ମୁକାଶ୍ମୀରର ନୂଆ ଡିଜିପି ଭାବେ ନିଯୁକ୍ତି ମିଳିଥିବା ସୂଚନା ମିଳିଛି । ଏଜିଏମୟୁଟି କ୍ୟାଡରର ଓଡ଼ିଆ ଆଇପିଏସ୍ ରଶ୍ମୀରଂଜନ…
ତାଜା ଖବର ଦେଶ ରାଜ୍ୟ ଜମ୍ମୁ କାଶ୍ମୀରରେ ମୁତୟନ ହେବେ ଓଡ଼ିଶାର ୨୦୦୦ ବିଏସଏଫ୍ ଯବାନ July 28, 2024 Nirvay ଓଡ଼ିଶାର କୋରାପୁଟ ଓ ମାଲକାନଗିରି ଅଞ୍ଚଳରେ ମୁତୟନ ପ୍ରାୟ ୨୦୦୦ ବିଏସଏଫ୍ ଯବାନଙ୍କୁ ଜମ୍ମୁ କାଶ୍ମୀର ଅଞ୍ଚଳରେ ମୁତୟନ କରାଯିବ। ଭାରତ ପାକ ସୀମାରେ ସୁରକ୍ଷା ବ୍ୟବସ୍ଥା ବୃଦ୍ଧି ପାଇଁ ସେନା ବାହିନୀ ଏଭଳି ନିଷ୍ପତ୍ତି ନେଇଛି। ପାକିସ୍ତାନ ପଟୁ ଆତଙ୍କବାଦୀ…
ତାଜା ଖବର ଦେଶ ଜମ୍ମୁ-କାଶ୍ମୀର ଡୋଡାରେ ସୁରକ୍ଷାକର୍ମୀ-ଆତଙ୍କବାଦୀ ଗୁଳି ବିନିମୟ; ୪ ଯବାନ ସହିଦ July 16, 2024 Papirani ଜମ୍ମୁ-କାଶ୍ମୀର ଡୋଡାରେ ଏନକାଉଣ୍ଟର । ସୋମବାର ଜମ୍ମୁ- କଶ୍ମୀରର ଡୋଡାରେ ଆତଙ୍କବାଦୀଙ୍କ ସହ ଗୁଳି ବିନିମୟରେ ୪ ଯବାନ ସହିଦ ହୋଇଛନ୍ତି। ଗୁଳି ବିନିମୟରେ ଜଣେ ସେନା ଅଧିକାରୀଙ୍କ ସମେତ ୩ ଜଣ ସୁରକ୍ଷା କର୍ମୀ ସହିଦ ହୋଇଛନ୍ତି । ଆଉ…
ରାଜ୍ୟ ଆତଙ୍କବାଦୀ ଆକ୍ରମଣରେ ୪ ଯବାନ ସହିଦ July 8, 2024 Nirvay ଜମ୍ମୁ-କଶ୍ମୀରର କଠୁଆ ଜିଲ୍ଲାରେ ସେନା ଉପରେ ଏକ ବଡ଼ ଧରଣର ଆତଙ୍କବାଦୀ ଆକ୍ରମଣ ହୋଇଛି । ଏହି ଆକ୍ରମଣରେ ୪ ଯବାନ ସହିଦ ହୋଇଥିବା ବେଳେ ୬ ଜଣ ଗୁରୁତର ହୋଇଥିବା ଜଣାଯାଇଛି । ସୂଚନା ଅନୁସାରେ, କଠୁଆ ସହରଠାରୁ ୧୫୦…