Tag: Jammu Kasmir

ଜାମ୍ମୁ-କାଶ୍ମୀରରେ ଏନକାଉଣ୍ଟର; ୩ ଆତଙ୍କବାଦୀ ନିହତ

ଜମ୍ମୁ ଓ କାଶ୍ମୀର ବାରମୂଲ୍ଲାରେ ହୋଇଥିବା ଏନକାଉଣ୍ଟରରେ ସୁରକ୍ଷା ବାହିନୀଙ୍କୁ ମିଳିଛି ବଡ଼ ସଫଳତା। ଆଜି ସକାଳେ ଭାରତୀୟ ସେନା ଏବଂ ଜାମ୍ମୁ କାଶ୍ମୀର ପୋଲିସ ମଧ୍ୟରେ ମିଳିତ ଅପରେସନରେ ତିନି ଜଣ ଆତଙ୍କବାଦୀ ନିହତ ହୋଇଥିବାବେଳେ ଦୁଇ ଜଣ ଯବାନ…

ଜାମ୍ମୁ କାଶ୍ମୀରରେ ୩ ଆତଙ୍କୀ ନିହତ

ଜାମ୍ମୁ କାଶ୍ମୀରରେ ସୁରକ୍ଷାବାହିନୀଙ୍କୁ ବଡ଼ ସଫଳତା ମିଳିଛି। ଜାମ୍ମୁ କାଶ୍ମୀର ଏନକାଉଣ୍ଟରରେ ୩ ଆତଙ୍କବାଦୀ ନିହତ ହୋଇଛନ୍ତି। କୁପୱାଡ଼ା ଜିଲ୍ଲାର ଏଲ୍‌ଓସି ନିକଟରେ ପୃଥକ ପୃଥକ ୨ଟି ଏନ୍‌କାଉଣ୍ଟର ହୋଇଛି । ପାକ୍ ଆତଙ୍କବାଦୀଙ୍କ ଅନୁପ୍ରବେଶ ଉଦ୍ୟମ ବେଳେ ଏନ୍‌କାଉଣ୍ଟର ହୋଇଛି।…