Tag: Janmashtami

Janmashtami 2026: ଆଜି ପବିତ୍ର ଜନ୍ମାଷ୍ଟମୀ

ଆଜି ହେଉଛି ପବିତ୍ର ଜନ୍ମାଷ୍ଟମୀ । ମଧ୍ୟରାତ୍ରିରେ ଜନ୍ମଗ୍ରହଣ କରିବେ ପ୍ରଭୁ ଶ୍ରୀକୃଷ୍ଣ। ଭାଦ୍ରବ ମାସ କୃଷ୍ଣପକ୍ଷ ଅଷ୍ଟମୀ ତିଥିରେ ଭଗବାନ ଶ୍ରୀକୃଷ୍ଣ ଜନ୍ମ ନେଇଥିଲେ। କୃଷ୍ଣଙ୍କ ଜନ୍ମ ଉତ୍ସବକୁ ଜନ୍ମାଷ୍ଟମୀ ଭାବେ ପାଳନ କରାଯାଏ। ସମଗ୍ର ଭାରତ ସହିତ ଓଡ଼ିଶାର…