Tag: Janmastami

ସଂଧ୍ୟାରେ ୪ ଘଣ୍ଟା ପାଇଁ ବନ୍ଦ ରହିବ ଶ୍ରୀମନ୍ଦିରରେ ସାଧାରଣ ଦର୍ଶନ

ଆଜି ଭାଦ୍ରବ କୃଷ୍ଣପକ୍ଷ ଅଷ୍ଟମୀ ତିଥି । ପବିତ୍ର ଜନ୍ମାଷ୍ଟମୀ । ଆଜି ଠାରୁ ଶ୍ରୀକୃଷ୍ଣଙ୍କ ଜନ୍ମନୀତି ଆରମ୍ଭ ହୋଇ କଂସ ବଦ୍ଧ ପର୍ଯ୍ୟନ୍ତ ଶ୍ରୀକୃଷ୍ଣ ଲୀଳା ମଧ୍ୟ ଶ୍ରୀମନ୍ଦିରରେ ଅନୁଷ୍ଠିତ ହେବ । ଏଥିପାଇଁ ଶ୍ରୀମନ୍ଦିରରେ ସଂନ୍ଧ୍ୟା ଧୂପ ନୀତି…