Tag: January 1

New Year 2026: ନୂଆବର୍ଷର ପ୍ରଥମ ଦିନରେ ଖୋଲା ରହିବ ରାଜ୍ୟର ସମସ୍ତ ସରକାରୀ କାର୍ଯ୍ୟାଳୟ

ଇଂରାଜୀ ନୂଆବର୍ଷ ୨୦୨୬ ପାଇଁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ସମସ୍ତଙ୍କୁ ହାର୍ଦ୍ଦିକ ଶୁଭେଚ୍ଛା ଓ ଅଭିନନ୍ଦନ ଜଣାଇଛନ୍ତି । ଜାନୁଆରୀ ୧ ତାରିଖ ସରକାରୀ କାର୍ଯ୍ୟ ଦିବସ ରହୁଥିବାରୁ, ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟ ଗୋଟିଏ ସାଧାରଣ କାର୍ଯ୍ୟଦିବସ ଭଳି ଚାଲିବ ଏବଂ…