Tag: Japan

Japan’s first female PM: ସାନାଏ ଟାକାଇଚି ହେଲେ ଜାପାନର ପ୍ରଥମ ମହିଳା ପ୍ରଧାନମନ୍ତ୍ରୀ

ସାନାଏ ଟାକାଇଚି ହେଲେ ଜାପାନର ପ୍ରଥମ ମହିଳା ପ୍ରଧାନମନ୍ତ୍ରୀ । ଜାପାନ ସଂସଦରେ ପ୍ରଧାନମନ୍ତ୍ରୀ ଭାବେ ସାନାଏ ନିର୍ବାଚିତ ହୋଇଛନ୍ତି । ଆଜି ହୋଇଥିବା ଭୋଟରେ ୬୪ ବର୍ଷିୟା ଟାକାଇଚିଙ୍କୁ ବହୁମତ ମିଳିଛି । ୪୬୫ ସଦସୀୟ ସଦନରେ ୨୩୭ ଭୋଟ…

ରୁଷରେ ଶକ୍ତିଶାଳୀ ଭୂମିକମ୍ପ ପରେ ସୁନାମୀ ଆତଙ୍କ

ରୁଷରେ ଆଜି ଭୋର ସମୟରେ ଭୂମିକମ୍ପର ପ୍ରବଳ ଝଟକା ଅନୁଭୂତ ହୋଇଛି । ରିକ୍ଟର ସ୍କେଲରେ ଭୂମିକମ୍ପର ତୀବ୍ରତା ୮.୭ ମାପ କରାଯାଇଛି । ଏହି ଭୂମିକମ୍ପ ପରେ ପ୍ରଶାନ୍ତ ମହାସାଗରରେ ସୁନାମି ଚେତାବନୀ ଜାରି କରାଯାଇଥିବା ବେଳେ କାମ୍‌ଚାଟକା ଉପକୂଳରେ…

ଜାପାନରେ ଦୁଇ ମିନିଟ୍ ମଧ୍ୟରେ ୨ଟି ଶକ୍ତିଶାଳୀ ଭୂମିକମ୍ପ; ସୁନାମୀ ପାଇଁ ସତର୍କ

ଆଜି ଜାପାନରେ ଦୁଇ ମିନିଟ୍ ମଧ୍ୟରେ ୨ଟି ଶକ୍ତିଶାଳୀ ଭୂମିକମ୍ପ ଅନୁଭୂତ ହୋଇଛି । ଜାପାନର ଦକ୍ଷିଣପଶ୍ଚିମରେ ଥିବା କ୍ୟୁଶୁ ଦ୍ୱୀପ ଓ ଶିକୋକୁରେ ଆଜି ଦୁଇଟି ବଡ଼ ଧରଣର ଭୂମିକମ୍ପ ହୋଇଛି । ଏହାର ତୀବ୍ରତା ରିକ୍ଟର ସ୍କେଲରେ ଯଥାକ୍ରମେ…

ଜାପାନରେ ଗାଡ଼ି ଚଳାଇବେ ଓଡ଼ିଶା ଡ୍ରାଇଭର

ଓଡ଼ିଶାର ଚାଳକଙ୍କୁ ବିଦେଶରେ ମିଳିଛି ନିଯୁକ୍ତିର ସୁଯୋଗ। ଜାପାନରେ ଉଚ୍ଚ ବେତନ ଓ ସୁବିଧା ସହ ଚାକିରି କରିବାକୁ ଯିବେ ଜଣେ ମହିଳାଙ୍କ ସମେତ ୩୦ ଜଣ ଚାଳକ। ଯାହା ସାରା ଦେଶରେ ପ୍ରଥମ। ଖାରବେଳ ଭବନରେ ଆୟୋଜିତ କାର୍ଯ୍ୟକ୍ରମରେ ସଫଳତା…

ଜାପାନରେ ବ୍ୟାପିଚାଲିଛି ମାଂସ ଖିଆ ଜୀବାଣୁ

ବିଶ୍ବରେ ପୁଣି ଏକ ଭୟଙ୍କର ରୋଗ ବ୍ୟାପିବାରେ ଲାଗିଛି । ଦିନକୁ ଦିନ ଏହା ଅଧିକରୁ ଅଧିକ ବ୍ୟାପିବାରେ ଲାଗିଛି । ଚାରିଆଡ଼େ ଡରାଇବା ଆରମ୍ଭ କରିଛି ଗୋଟିଏ ବିରଳ ମାଂସ ଖିଆ ଜୀବାଣୁ। ଏହି ଜୀବାଣୁ ଦ୍ୱାରା ହେଉଥିବା ରୋଗ…

ବିମାନ ଅବତରଣ ବେଳେ ଘଟିଲା ଅଘଟଣ, ରନୱେରେ ଜଳିଗଲା ବିମାନ

ନୂଆଦିଲ୍ଲୀ: ଜାପାନରେ ଏକ ବିମାନ ଅବତରଣ କରୁଥିବାବେଳେ ଏଥିରେ ଭୟଙ୍କର ଅଗ୍ନିକାଣ୍ଡ ହୋଇଛି । ଫଳରେ ବିମାନ ସଂପୂର୍ଣ୍ଣ ପୋଡ଼ିଯାଇଛି। ସୂଚନା ଅନୁଯାୟୀ, ଟୋକିଓ ଏୟାରପୋର୍ଟରେ ଘଟିଛି ଏହି ଭୟଙ୍କର ଦୁର୍ଘଟଣା । ତେବେ କେଉଁ କାରଣରୁ ବିମାନରେ ନିଆଁ ଲାଗିଥିଲା…