ରାଜ୍ୟ ଯାଜପୁରରେ ଟାଟା କରିବ ୬୩ ହଜାର କୋଟି ଟଙ୍କାର ପ୍ରକଳ୍ପ May 17, 2025 Nirvay ଯାଜପୁର ଜିଲ୍ଲାରେ ୬୩ ହଜାର କୋଟି ଟଙ୍କାର ପ୍ରକଳ୍ପ କରିବ ଟାଟା । ଏ ନେଇ ସୂଚନା ଦେଇଛନ୍ତି, ଶିଳ୍ପମନ୍ତ୍ରୀ ସମ୍ପଦ ସ୍ୱାଇଁ । ଚଳିତ ମାସ ୨୨ ତାରିଖରେ ଯାଜପୁର ଜିଲ୍ଲାର କଳିଙ୍ଗ ନଗର ଠାରେ ସମୁଦାୟ ୧ ଲକ୍ଷ…