ତାଜା ଖବର ରାଜନୀତି ରାଜ୍ୟ Jatani Election: ପୁଣି ନିର୍ବାଚନ ମୈଦାନକୁ ଓହ୍ଲାଇବେ ସୁର ରାଉତରାୟ; ଜଟଣୀରୁ ଲଢ଼ିବା ନେଇ ଦେଲେ ସଂକେତ February 9, 2026 Papirani ପୁଣି ନିର୍ବାଚନ ମୈଦାନକୁ ଓହ୍ଲାଇବେ ସୁର ରାଉତରାୟ । ଜଟଣୀରୁ ନିର୍ବାଚନ ଲଢ଼ିବା ନେଇ ସଂକେତ ଦେଲେ ସୁର। କଂଗ୍ରେସ ଟିକେଟରୁ ପୁଣି ଜଟଣୀରୁ ନିର୍ବାଚନ ଲଢ଼ିବେ ବୋଲି କହିଛନ୍ତି ବରିଷ୍ଠ କଂଗ୍ରେସ ନେତା ସୁର ରାଉତରାୟ । ଲୋକେ ଚାହିଁଲେ…