Tag: Jaundice

Jaundice Spreads In Cuttack: କଟକରେ ଜଣ୍ଡିସ କାୟା ବିସ୍ତାର କରିବା ପ୍ରସଙ୍ଗ; ଦାୟିତ୍ୱ ତୁଲାଉନାହାନ୍ତି ମେୟର: ବିଧାୟିକା ସୋଫିଆ

କଟକରେ ଜଣ୍ଡିସ୍‌ କାୟା ବିସ୍ତାର କରିବା ପ୍ରସଙ୍ଗରେ ମେୟର ସୁବାସ ସିଂଙ୍କୁ ଟାର୍ଗେଟ୍‌ କରିଛନ୍ତି କଂଗ୍ରେସ ବିଧାୟିକା ସୋଫିଆ ଫିର୍ଦ୍ଦୋସ। ସେ କହିଛନ୍ତି, ନିଜ ସ୍ୱାର୍ଥ ପାଇଁ ଗୋଟିଏ ଏଜେନ୍ସିକୁ ବାରମ୍ବାର ଟେଣ୍ଡର ଦିଆଯାଉଛି। ଏନେଇ ସୋଫିଆ ଅସନ୍ତୋଷ ବ୍ୟକ୍ତ କରିଛନ୍ତି।…

Jaundice Outbreak At Navodaya Vidyalaya: ନବୋଦୟ ବିଦ୍ୟାଳୟରେ ଜଣ୍ଡିସ୍ ବ୍ୟାପିବା ଘଟଣା; ଆସନ୍ତା ୧୪ ପର୍ଯ୍ୟନ୍ତ ପିଲାଙ୍କୁ ଘରକୁ ନେଇଯିବାକୁ ନିର୍ଦ୍ଦେଶ

ଖୋର୍ଦ୍ଧା ଜିଲ୍ଲା ଗୁରୁଜଙ୍ଗଠାରେ ଥିବା ଜବାହାର ନବୋଦୟ ବିଦ୍ୟାଳୟରେ ଜଣ୍ଡିସ୍ ବ୍ୟାପିବା ଘଟଣାରେ ଆଜି ସ୍ଥିତି ପରଖିଛନ୍ତି ନବୋଦୟ ସମିତି କମିଶନର । ଏହା ପରେ ଆସନ୍ତା ୧୪ ପର୍ଯ୍ୟନ୍ତ ପିଲାଙ୍କୁ ଘରକୁ ନେଇଯିବାକୁ ନିର୍ଦ୍ଦେଶ ନିଆଯାଇଛି । ଏନେଇ ନିର୍ଦ୍ଦେଶ…

Jaundice In Navodaya Campus: ନବୋଦୟ ବିଦ୍ୟାଳୟରେ ଜଣ୍ଡିସ୍ ବ୍ୟାପିବା ଘଟଣା; ୧୨ଟି ସ୍ଥାନରୁ ଜଳର ନମୁନା ସଂଗ୍ରହ କଲା ୱାଟକୋ ଟିମ୍

ରାଜ୍ୟର ଖୋର୍ଦ୍ଧା ଜିଲ୍ଲାର ଗୁରୁଜଙ୍ଗଠାରେ ଥିବା ଜବାହାର ନବୋଦୟ ବିଦ୍ୟାଳୟରେ ଜଣ୍ଡିସ୍ ବ୍ୟାପିବାରେ ଲାଗିଛି। ୩୦ ଛାତ୍ରଛାତ୍ରୀଙ୍କ ନମୁନା ପରୀକ୍ଷା ପଜିଟିଭ୍ ଆସିଛି। ଛାତ୍ରଛାତ୍ରୀଙ୍କୁ ପ୍ରାଥମିକ ଚିକିତ୍ସା ପରେ ଆବାସିକ ବିଦ୍ୟାଳୟ କର୍ତ୍ତୃପକ୍ଷ ଘରକୁ ପଠାଇ ଦେଇଛନ୍ତି। ଜ୍ୱରରେ ପୀଡିତ ଅନ୍ୟ…

ରାଜ୍ୟରେ ଜଣ୍ଡିସ୍ ଆତଙ୍କ; ୧୫ ଆକ୍ରାନ୍ତ

ସାରା ଦେଶରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢୁଥିବାବେଳେ ରାଜ୍ୟରେ କରୋନା ସମେତ ଜଣ୍ଡିସ୍ ଆତଙ୍କ ବଢ଼ିବାରେ ଲାଗିଛି । ମୟୂରଭଞ୍ଜ ଜିଲ୍ଲା ଉଦଳାର ପରିଛିପୁରରେ ଜଣ୍ଡିସ୍ ଆତଙ୍କ ବଢ଼ିବାରେ ଲାଗିଛି। ଜଣ୍ଡିସରେ ୧୫ରୁ ଉର୍ଦ୍ଧ୍ବ ଲୋକ ଆକ୍ରାନ୍ତ ହୋଇଥିବା ଜଣାପଡିଛି ।…

ଗୁପଚୁପ୍ ଦହିବରା ଓ ଚୁସକି ପାଇଁ ବଢିଛି ଜଣ୍ଡିସ୍!

ସମ୍ବଲପୁର ସହରରେ ପୁଣିଥରେ ଦେଖାଦେଇଛି ଜଣ୍ଡିସ୍‌ ଆତଙ୍କ। ଦିନକୁ ଦିନ ବଢୁଛି ଜଣ୍ଡିସ ଆକ୍ରାନ୍ତଙ୍କ ସଂଖ୍ୟା । ଏବେ ସୁଦ୍ଧା ୮୨ ଆକାନ୍ତ ହେଲେଣି ଚିହ୍ନଟ । ବିଶେଷ କରି ସହରର କୁମ୍ଭାରପଡା ଅଞ୍ଚଳରେ ସଂକ୍ରମିତଙ୍କ ସଂଖ୍ୟା ଅଧିକ ରହିଛି ।ସମ୍ବଲପୁର…