Tag: Jaundice Terror

Jaundice Scare at Utkal University: ଉତ୍କଳ ବିଶ୍ୱବିଦ୍ୟାଳୟରେ ଜଣ୍ଡିସ୍ ଆତଙ୍କ, ମିଡ୍ ସେମିଷ୍ଟର ପରୀକ୍ଷା ସ୍ଥଗିତ, ବାହାର ଖାଦ୍ୟ ଉପରେ ଲାଗିଲା କଟକଣା

ଉତ୍କଳ ବିଶ୍ୱବିଦ୍ୟାଳୟର ଦୁଇଟି ମହିଳା ହଷ୍ଟେଲରେ ଛାତ୍ରୀମାନେ ଝାଡ଼ାବାନ୍ତି ଓ ଜଣ୍ଡିସ୍‌ରେ ଆକ୍ରାନ୍ତ ହେବା ପରେ କ୍ୟାମ୍ପସରେ ଚିନ୍ତାର ବାତାବରଣ ସୃଷ୍ଟି ହୋଇଛି । ଏହାକୁ ଦୃଷ୍ଟିରେ ରଖି ମିଡ୍ ସେମିଷ୍ଟର ପରୀକ୍ଷାକୁ ଅନିର୍ଦ୍ଦିଷ୍ଟ କାଳ ପାଇଁ ସ୍ଥଗିତ ରଖିଛନ୍ତି ବିଶ୍ୱବିଦ୍ୟାଳୟ…