Tag: JEE Mains 2026

JEE Mains 2026: ଜେଇଇ ମେନ୍ସରେ ଓଡ଼ିଶାର ଏକଲବ୍ୟ ଆଦର୍ଶ ଆବାସିକ ବିଦ୍ୟାଳୟର ଛାତ୍ରଛାତ୍ରୀଙ୍କ ସଫଳତା

ଓଡ଼ିଶାର ଏକଲବ୍ୟ ଆଦର୍ଶ ଆବାସିକ ବିଦ୍ୟାଳୟ (EMRS)ର ଛାତ୍ରଛାତ୍ରୀଙ୍କର ଜେଇଇ ମେନ୍ସରେ ଉଲ୍ଲେଖନୀୟ ସଫଳତା । EMRS ର ୧୧ ଜଣ ଛାତ୍ରଛାତ୍ରୀ ୨୦୨୬ ମସିହାର ଜେଇଇ ମେନ୍ସ ପରୀକ୍ଷାରେ ଯୋଗ୍ୟତା ଅର୍ଜନ କରିଛନ୍ତି । EMRS କରଞ୍ଜିଆର ଛାତ୍ର ଅଭିଶ…