Tag: Jharsuguda

Woman kills Husband: ପୁରୁଷ ବନ୍ଧୁ ସହ ମିଶି ସ୍ୱାମୀଙ୍କୁ ହତ୍ୟା; ସ୍ତ୍ରୀ ଓ ସହଯୋଗୀ ଗିରଫ

ଝାରସୁଗୁଡା ଜିଲ୍ଲା ରେଙ୍ଗାଲି ଥାନା ଅନ୍ତର୍ଗତ ସାଗରପାଲି ସାହୁପଡା ଡୁଙ୍ଗୁରିପଡାରେ ଘଟିଥିବା ଏକ ଚାଞ୍ଚଲ୍ୟକର ହତ୍ୟାକାଣ୍ଡର ପର୍ଦ୍ଦାଫାଶ କରିଛି ପୁଲିସ। ପୁରୁଷ ବନ୍ଧୁଙ୍କ ସହାୟତାରେ ସ୍ୱାମୀଙ୍କୁ ହତ୍ୟା କରି ମୃତଦେହକୁ ବିଲରେ ଫିଙ୍ଗି ଦେଇଥିବା ଅଭିଯୋଗରେ ସ୍ତ୍ରୀ ଗୀତା ମିର୍ଦ୍ଧା (୪୦)…

Police Encounter in Jharsuguda: ଝାରସୁଗୁଡ଼ା ରେଙ୍ଗାଲିରେ ପୋଲିସ ଏନ୍‌କାଉଣ୍ଟର, ଦୁର୍ଦ୍ଦାନ୍ତ ଅପରାଧୀ ଜୟ ଚୌହାନ ଆହତ

ଝାରସୁଗୁଡ଼ା ଜିଲ୍ଲାର ରେଙ୍ଗାଲି ଥାନା ଅଞ୍ଚଳରେ ଆଜି ପୋଲିସ ଏନ୍‌କାଉଣ୍ଟରରେ ଦୁର୍ଦ୍ଦାନ୍ତ ଅପରାଧୀ ଜୟ ଚୌହାନ ଆହତ ହୋଇଛି । ଡକାୟତି ଯୋଜନା ଚାଲିଥିବା ବେଳେ ପୋଲିସ ଚଢ଼ାଉ କରିଥିଲା । ବ୍ରଜରାଜନଗର ଗାନ୍ଧିଛକ ଅଞ୍ଚଳର ବାସିନ୍ଦା ଜୟ ଚୌହାନ ବିଭିନ୍ନ…

Odisha Reels Under Severe Heatwave Conditions: ଜଳୁଛି ପଶ୍ଚିମ ଓଡ଼ିଶା; ଝାରସୁଗୁଡାରେ ତାପମାତ୍ରା ୪୪.୮ ଡିଗ୍ରି

ସମଗ୍ର ରାଜ୍ୟରେ ଅସହ୍ୟ ଗ୍ରୀଷ୍ମ ପ୍ରବାହ ଜାରି ରହିଛି। ଗରମ ଓ ଗୁଳୁଗୁଳି ଯୋଗୁ ସାଧାରଣ ଜୀବନ ପ୍ରଭାବିତ ହେଉଥିବା ବେଳେ ରୌଦ୍ରତାପରେ ଜଳୁଛି ପଶ୍ଚିମ ଓଡ଼ିଶା । ଶୁକ୍ରବାର ଦିନ ପୁଣି ଝାରସୁଗୁଡ଼ାରେ ରାଜ୍ୟର ସର୍ବୋଚ୍ଚ ତାପମାତ୍ରା ରେକର୍ଡ ହୋଇଛି…

Vigilance Nabs Jharsuguda Health Official: ଭିଜିଲାନ୍ସ ଜାଲରେ ସେକ୍ସନ୍ ଅଫିସର

ଭିଜିଲାନ୍ସ ଜାଲରେ ଝାରସୁଗୁଡ଼ା ଜିଲ୍ଲା ମୁଖ୍ୟ ଚିକିତ୍ସାଳୟର ସେକ୍ସନ୍ ଅଫିସର । ବୁଧବାର ଦିନ ଓଡ଼ିଶା ଭିଜିଲାନ୍ସ ଝାରସୁଗୁଡ଼ାର ମୁଖ୍ୟ ଜିଲ୍ଲା ଚିକିତ୍ସା ଏବଂ ଜନସ୍ୱାସ୍ଥ୍ୟ ଅଧିକାରୀ (ସିଡିଏମ୍ ଏବଂ ପିଏଚ୍ଓ)ଙ୍କ କାର୍ଯ୍ୟାଳୟର ସେକ୍ସନ ଅଫିସର ଅନିତ୍ କୁମାର ଗୁରୁଙ୍କୁ ୨୫୦୦…

President Murmu in Odisha: ଓଡ଼ିଶାରେ ପହଞ୍ଚିଲେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ

ଓଡ଼ିଶାରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ । ସ୍ବତନ୍ତ୍ର ବିମାନ ଯୋଗେ ଝାରସୁଗୁଡ଼ା ବୀର ସୁରେନ୍ଦ୍ର ସାଏ ବିମାନ ବନ୍ଦରରେ ପହଁଚିଛନ୍ତି ରାଷ୍ଟ୍ରପତି ଦ୍ରୋପଦୀ ମୁର୍ମୁ । ସେଠାରେ ଭବ୍ୟ ସ୍ବାଗତ କରିଛନ୍ତି ରାଜ୍ୟପାଳ ହରିବାବୁ କମ୍ଭମପତି ଓ ମୁଖ୍ୟମନ୍ତ୍ରୀ ମୋହନ ଚରଣ…

No Flying Zone: ଆଜି ମହାମହିମ ରାଷ୍ଟ୍ରପତି ଝାରସୁଗୁଡ଼ା ଗସ୍ତ; ନୋ ଫ୍ଲାଇଙ୍ଗ ଜୋନ୍ ଘୋଷଣା

ଆଜି ରାଷ୍ଟ୍ରପତିଙ୍କ ଗସ୍ତ ପାଇଁ ଝାରସୁଗୁଡ଼ାରେ ଜିଲ୍ଲାରେ ନୋ ଫ୍ଲାଇଙ୍ଗ ଜୋନ୍ ଘୋଷଣା। ସମଗ୍ର ଜିଲ୍ଲାକୁ ‘ନୋ ଡ୍ରୋନ୍ ଜୋନ୍/ନୋ ଫ୍ଲାଇଙ୍ଗ୍ ଜୋନ୍’ ଘୋଷଣା କଲା ପ୍ରଶାସନ। ଜିଲ୍ଲାର କୌଣସି ବି ସ୍ଥାନରେ ଡ୍ରୋନ୍ ଉଡ଼ାଣ ସମ୍ପୂର୍ଣ୍ଣ ନିଷେଧ କରାଯାଇଛି। ସୁରକ୍ଷା…

Odisha Heatwave Forecast: ମାର୍ଚ୍ଚ ଆରମ୍ଭରୁ ବଢ଼ିଲାଣି ତାତି, ୪୦ ଡିଗ୍ରୀ ସହ ଝାରସୁଗୁଡ଼ା ସବୁଠୁ ଉତ୍ତପ୍ତ ସହର

ମାର୍ଚ୍ଚ ମାସ ଅଧା ନହେଉଣୁ ଓଡ଼ିଶାରେ କଲବଲ କଲାଣି ଖରା । ରାଜ୍ୟର ସର୍ବୋଚ୍ଚ ତାପମାତ୍ରା ୪୦ ଡିଗ୍ରୀ ସେଲସିୟସ୍ ଅତିକ୍ରମ କରିଛି । ଆଞ୍ଚଳିକ ପାଣିପାଗ କେନ୍ଦ୍ରର ସୂଚନା ଅନୁଯାୟୀ, ଝାରସୁଗୁଡ଼ାର ତାପମାତ୍ରା ୪୦.୨ ଡିଗ୍ରୀ ସହ ରାଜ୍ୟର ଉତ୍ତପ୍ତ…

CM announces Compensation: ଝାରସୁଗୁଡ଼ା ଦୁର୍ଘଟଣାରେ ମୃତ ପୋଲିସଙ୍କ ପାଇଁ ସହାୟତା

ଝାରସୁଗୁଡା ସଦର ଥାନା ସମ୍ମୁଖରେ ଆଜି ଭୋର ସମୟରେ ଘଟିଥିବା ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣାରେ ୫ଜଣ ପୋଲିସ କର୍ମଚାରୀଙ୍କ ମୃତ୍ୟୁ ଘଟିଛି। ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଝାରସୁଗୁଡ଼ାରେ ହୋଇଥିବା ସଡ଼କ ଦୁର୍ଘଟଣାରେ ପୋଲିସ କର୍ମଚାରୀମାନଙ୍କ ମୃତ୍ୟୁ ପାଇଁ ଗଭୀର…

loader