ରାଜନୀତି ରାଜ୍ୟ ଝାରସୁଗୁଡ଼ା ବିଧାୟକ ଟଙ୍କଧର ତ୍ରିପାଠୀଙ୍କ ବିରୋଧରେ ଚାଲିବ ମାମଲା March 21, 2025 Nirvay ଝାରସୁଗୁଡ଼ା ବିଧାୟକ ଟଙ୍କଧର ତ୍ରିପାଠୀଙ୍କ ବିରୋଧରେ ଚାଲିବ ହାଇକୋର୍ଟ ରେ କେସ । ବିନା ଶୁଣାଣିରେ ମାମଲା ଖାରଜ କରିବାକୁ ବିଧାୟକ ଟଙ୍କଧର ଯେଉଁ ଆବେଦନ କରିଥିଲେ ତାହାକୁ ହାଇକୋର୍ଟ ଖାରଜ କରି ଦେଇଛନ୍ତି । ଟଙ୍କଧରଙ୍କ ଆପରାଧିକ ମାମଲା ସମ୍ପର୍କିତ…