ତାଜା ଖବର ରାଜ୍ୟ ନାବାଳିକା ହତ୍ୟା ଘଟଣାର ପର୍ଦ୍ଦାଫାସ କଲେ ଝାରସୁଗୁଡ଼ା ଏସ୍ପି December 11, 2024 Nirvay ନାବାଳିକା ହତ୍ୟା ଘଟଣାର ପର୍ଦ୍ଦାଫାସ କଲେ ଝାରସୁଗୁଡ଼ା ଏସ୍ପି। ସୂଚନା ଅନୁଯାୟୀ ରାଉରକେଲା ବ୍ରାହ୍ମଣୀ ନଦୀରୁ ମିଳିଥିଲା ସୁନ୍ଦରଗଡ଼ରୁ ନିଖୋଜ ଜଣେ ନାବାଳିକାର ଖଣ୍ଡ ବିଖଣ୍ଡିତ ମୃତଦେହ। ଗୋଟିଏ ସ୍ଥାନରେ କଟା ହାତ-ଗୋଡ଼, ଆଉ ଗୋଟିଏ ସ୍ଥାନରେ ବସ୍ତାରେ ବନ୍ଧା ମୃତଦେହ…