Tag: Jharsuguda

ଓଡ଼ିଶା ମେଟାଲିକ୍ କମ୍ପାନୀରେ ବିଷାକ୍ତ ଗ୍ୟାସ୍ ଲିକ୍; ଜଣେ ମୃତ, ୫ ଗୁରୁତର

ଝାରସୁଗୁଡ଼ା ବୁଢିପଦର ସ୍ଥିତ ଓଡ଼ିଶା ମେଟାଲିକ୍ କମ୍ପାନୀରେ ବିଷାକ୍ତ ଗ୍ୟାସ୍ ଲିକ୍ ଯୋଗୁଁ ଜନଙ୍କର ମୃତ ହୋଇଥିବା ବେଳେ ୫ ଜଣ ଗୁରୁତର ହୋଇଛନ୍ତି । ଗୁରୁତର ଶ୍ରମିକ ମାନଙ୍କୁ ସ୍ଥାନୀୟ ଏକ ଘରୋଇ ମେଡିକାଲରେ ଭର୍ତ୍ତି ହୋଇ ଚିକିତ୍ସିତ କରାଯାଉଥିବା…

ଝାରସୁଗୁଡା ବିଧାୟକଙ୍କୁ ହାଇକୋର୍ଟଙ୍କ ନୋଟିସ୍ 

ଝାରସୁଗୁଡା ବିଧାୟକ ଟଙ୍କଧର ତ୍ରିପାଠୀଙ୍କୁ ହାଇକୋର୍ଟରେ ନୋଟିସ । ସେପ୍ଟେମ୍ବର ୨୩ରେ କୋର୍ଟରେ ହାଜର ହେବାକୁ ଦିଆଗଲା ନିର୍ଦ୍ଦେଶ । ନିର୍ବାଚନ ପୂର୍ବରୁ ସତ୍ୟପାଠରେ ଅପରାଧିକ ମାମଲା ଲୁଚାଇଥିବା ନେଇ ଅଭିଯୋଗରେ ହାଇକୋର୍ଟର ଦ୍ବାରସ୍ଥ ହୋଇଥିଲେ ଦୀପାଳି ଦାସ । ସୂଚନା…

ଏମସିଏଲ ଜିଏମଙ୍କୁ ବିଜେଡି ନେତ୍ରୀଙ୍କ ଚପଲ ମାଡ଼; ୪ ଗିରଫ

ଝାରସୁଗୁଡ଼ା ଲଖନପୁର ବ୍ଲକରେ ଏମସିଏଲ କୋଇଲା ଖଣି ଅଧିକାରୀଙ୍କୁ ମାଡ଼ ମାରିବା ଘଟଣା । ପୂର୍ବତନ ସରପଞ୍ଚଙ୍କ ସହ ୪ ଜଣଙ୍କୁ ଗିରଫ କଲା ପୋଲିସ ।ଏମସିଏଲ ଜିଏମ୍‌ଙ୍କୁ ଝାରସୁଗୁଡ଼ା ଲଖନପୁର ବ୍ଲକ ସରଣ୍ଡାମାଲର ବିଜେଡ଼ି ନେତ୍ରୀ ପାର୍ବତୀ ବେହେରା ଜୋତାମାଳ…

ଝାରସୁଗୁଡ଼ାରେ ରାହୁଲଙ୍କ ନ୍ୟାୟ ଯାତ୍ରା

ଓଡ଼ିଶାରେ ରାହୁଲ ଗାନ୍ଧୀଙ୍କ ଭାରତ ଯୋଡ ନ୍ୟାୟ ଯାତ୍ରାର ଆଜି ତୃତୀୟ ଦିନ । ବେଲପାହାଡ଼ରେ ଜନସଭାକୁ ସମ୍ବୋଧନ କରିଛନ୍ତି ରାହୁଲ । ଝାରସୁଗୁଡ଼ା ପୁରୁଣା ବସ୍ଷ୍ଟାଣ୍ଡରୁ ଯାତ୍ରା ଆରମ୍ଭ କରିଥିଲେ ରାହୁଲ ଗାନ୍ଧୀ । ପ୍ରାୟ ଦୁଇ କିଲୋମିଟର ଯାତ୍ରା…