Tag: Join

Bjp: ବିଜେପିରେ ଯୋଗ ଦେଲେ ଶିଖା ଆଜାଦ

ଆଜି ନୂଆପଡା ଜିଲ୍ଲାର ବରିଷ୍ଠ ଓ ପୁରୁଖା କଂଗ୍ରେସ ନେତା ତଥା ପୂର୍ବତନ ବିଧାୟକ ପ୍ରାର୍ଥୀ ସ୍ୱର୍ଗତଃ ପ୍ରେମ କୁମାର ଆଜାଦଙ୍କ ସୁକନ୍ୟା ଶିଖା ଆଜାଦ ଆନୁଷ୍ଠନିକ ଭାବେ ବିଜେପିରେ ଯୋଗଦାନ କରିଛନ୍ତି । ରାଜ୍ୟ ସଭାପତି ମନମୋହନ ସାମଲ ଦଳୀୟ…

Lambodar Nial join BJP: ବିଜେଡିକୁ ଝଟ୍‌କା; ପଦ୍ମ ଧରିଲେ ଲମ୍ବୋଦର ନିଆଲ

ନୂଆପଡ଼ା ରାଜନୀତିରେ ନୂଆ ମୋଡ଼ । ବିଜେଡିକୁ ପୁଣି ଏକ ଝଟ୍‌କା । ଶଙ୍ଖ ଛାଡି ପଦ୍ମ ଧରିଲେ ଲମ୍ବୋଦର ନିଆଲ।କଳାହାଣ୍ଡି ଲୋକ ସଭା ଆସନରୁ ବିଜେଡି ଟିକେଟ୍‌ରେ ନିର୍ବାଚନ ଲଢ଼ିଥିବା ଲମ୍ବୋଦର ନିଆଲ ଶେଷରେ ଭାଜପାରେ ସାମିଲ ହୋଇଛନ୍ତି। ତାଙ୍କ…

ବିଜେଡି ଛାଡି ହାତ ଧରିଲେ ହରିଶଙ୍କର ରାଉତ

ବିଜେଡି ଛାଡ଼ିଥିବା କଂଗ୍ରେସରେ ମିଶିଲେ ଛାତ୍ର ନେତା ହରିଶଙ୍କର ରାଉତ । କେସି ବେଣୁଗୋପାଳ ଓ ଭକ୍ତଚରଣ ଦାସଙ୍କ ଉପସ୍ଥିତିରେ ସେ କଂଗ୍ରେସରେ ମିଶିଛନ୍ତି । କିଛି ଦିନ ପୂର୍ବେ ସେ ବିଜୁ ଯୁବ ସଭାପତି ଚୟନକୁ ନେଇ ଅସନ୍ତୋଷ ପ୍ରକାଶ…

ବିଜେଡି ଛାଡ଼ି ପୁଣି କଗ୍ରେସକୁ ଫେରିଲେ ସୁନିତା ବିଶ୍ବାଳ

ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ବରିଷ୍ଠ କଂଗ୍ରେସ ନେତା ହେମାନନ୍ଦ ବିଶ୍ବାଳଙ୍କ ଝିଅ ସୁନିତା ବିଶ୍ବାଳ ପୁଣି କଂଗ୍ରେସକୁ ଫେରିଲେ । ପିସିସି ସଭାପତି ଭକ୍ତ ଦାସ ଓ ଅନ୍ୟ ବରିଷ୍ଠ ନେତାଙ୍କ ଉପସ୍ଥିତିରେ କଂଗ୍ରେସରେ ମିଶିଲେ ସୁନୀତା ବିଶ୍ବାଳ । ୨୦୧୯ରେ…

ପଦ୍ମ ଧରିଲେ ବଡ଼ମ୍ବା ‘ରଘୁପତି’

ବଡ଼ମ୍ବା ପଞ୍ଚାୟତ ସମିତି ଅଧ୍ୟକ୍ଷ ରଘୁପତି ମହାନ୍ତି ବିଜେପିରେ ଯୋଗ ଦେଇଛନ୍ତି। ସେ ଆଜି ବିଜେପି ରାଜ୍ୟ କାର୍ଯ୍ୟାଳୟରେ ବିଧିବଦ୍ଧ ଭାବେ ପଦ୍ମ ଧରିଛନ୍ତି। ମନମୋହନ ସାମଲଙ୍କ ଉପସ୍ଥିତିରେ ପାର୍ଟି ଅଫିସରେ ବଡମ୍ବା ବିଧାୟକଙ୍କ ନେତୃତ୍ଵରେ ସେ ବିଜେପିରେ ସାମିଲ ହୋଇଛନ୍ତି।…

କାର୍ଯ୍ୟକୁ ଫେରିଲେ ଆଇଏଏସ୍ ଅଧିକାରୀ ସୁଜାତା କାର୍ତ୍ତିକେୟନ

କାର୍ଯ୍ୟରେ ଯୋଗ ଦେଲେ ଆଇଏଏସ୍ ଅଧିକାରୀ ସୁଜାତା ଆର୍. କାର୍ତ୍ତିକେୟନ । ଅର୍ଥ ବିଭାଗରେ ସ୍ୱତନ୍ତ୍ର ସଚିବଭାବେ ସେ କାର୍ଯ୍ୟରେ ଯୋଗ ଦେଇଛନ୍ତି । ସାଧାରଣ ନିର୍ବାଚନବେଳେ ବିଜେଡିକୁ ସହଯୋଗ କରୁଥିବା ଅଭିଯୋଗରେ ନିର୍ବାଚନ କମିଶନଙ୍କ ନିର୍ଦ୍ଦେଶରେ ସୁଜାତାଙ୍କୁ ମିଶନ ଶକ୍ତି…

ପ୍ରସନ୍ନ ଆଚାର୍ଯ୍ୟଙ୍କୁ ଝଟକା; ବିଜେଡି ଛାଡ଼ି ବିଜେପିରେ ମିଶିଲେ ୧୮ ସରପଞ୍ଚ ଓ ନାଏବ ସରପଞ୍ଚ

ସମ୍ବଲପୂର ଜିଲ୍ଲାର ବିଜଦ ଗଡ଼ ଭାବେ ପରିଚିତ ଥିଲା ରେଢ଼ାଖୋଲ ନିର୍ବାଚନ ମଣ୍ଡଳୀ । ୨୦୦୦ ମସିହାରୁ ଏଠାରେ ଲଗାତାର ଭାବେ ବିଜଦ ଜିତି ଆସୁଛି। ରୋହିତ ପୂଜାରୀ ଏଠାରେ ଦୁଇ ଥର ଜିତିଥିଲେ। ଗତ ନିର୍ବାଚନରେ ଏଠାରେ ରୋହିତଙ୍କୁ ବଦଳରେ…

ପଦ୍ମ ଧରିଲେ ପୂର୍ବତନ ବିଧାୟିକା ସୁନନ୍ଦା ଦାସ

ବିଜେପିରେ ସାମିଲ ହେଲେ ସୁନନ୍ଦା ଦାସ । ନିକଟରେ ବିଜୁ ଜନତା ଦଳରୁ ଇସ୍ତଫା ଦେଇଥିବା ପୂର୍ବତନ ବିଧାୟିକା ସୁନନ୍ଦା ଦାସ ଆଜି ନିଜ ସମର୍ଥକଙ୍କ ସହ ବିଜେପିରେ ସାମିଲ ହୋଇଛନ୍ତି । ଆଜି ରାଜ୍ୟ ସଭାପତି ମନମୋହନ ସାମଲଙ୍କ ଉପସ୍ଥିତିରେ…

ହାତ ଧରିଲେ କୁସ୍ତିଯୋଦ୍ଧା ବିନେଶ ଫୋଗାଟ ଏବଂ ବଜରଙ୍ଗ ପୁନିଆ

ରାଜନୀତିରେ ପାଦ ଦେଲେ ଭାରତୀୟ କୁସ୍ତି ଖେଳାଳି ବିନେଶ ଫୋଗାଟ ଏବଂ ବଜରଙ୍ଗ ପୁନିଆ । ଆଜି ଉଭୟ କଂଗ୍ରେସରେ ଯୋଗ ଦେଇଛନ୍ତି। ବିନେଶ ଫୋଗାଟ ଏବଂ ବଜରଙ୍ଗ ପୁନିଆ କଂଗ୍ରେସ ସଭାପତି ମଲ୍ଲିକାର୍ଜୁନ ଖଡଗେଙ୍କୁ ଭେଟି କଂଗ୍ରେରେ ସାମିଲ ହୋଇଛନ୍ତି।…

ବିଜେପିରେ ଯୋଗଦେଲେ ସୁଜିତ କୁମାର

ପଦ୍ମ ଧରିଲେ ସୁଜିତ କୁମାର । ନୂଆଦିଲ୍ଲୀସ୍ଥିତ ବିଜେପି ମୁଖ୍ୟାଳୟରେ ଆୟୋଜିତ ଏକ ମିଶ୍ରଣ ପର୍ବରେ ବିଧିବଦ୍ଧଭାବେ ବିଜେପିରେ ମିଶିଛନ୍ତି ସୁଜିତ କୁମାର । ଏହି ଅବସରରେ ବିଜେପିର କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ, ସାଂସଦ ଭର୍ତ୍ତୃହରି ମହତାବ, ବିଜେପି ରାଜ୍ୟ ପ୍ରଭାରୀ…